ଏଥର ପାରାଦୀପରୁ କିଏ ହେବେ ବିଜେଡି ପ୍ରାର୍ଥୀ
ଭୁବନେଶ୍ୱର, ୪।୪: ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେଡି ଦ୍ୱିତୀୟ ପର୍ଯ୍ୟାୟରେ ୨୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ହେଲେ ଏଥିରେ ପାରାଦୀପର ନାଁ ନାହିଁ। ତେବେ ପାରାଦୀପରୁ ବିଜେଡି କାହାକୁ ଟିକେଟ୍ ଦେବ ସେନେଇ ଚର୍ଚ୍ଚା ଜାରି…
ଭୁବନେଶ୍ୱର, ୪।୪: ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେଡି ଦ୍ୱିତୀୟ ପର୍ଯ୍ୟାୟରେ ୨୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ହେଲେ ଏଥିରେ ପାରାଦୀପର ନାଁ ନାହିଁ। ତେବେ ପାରାଦୀପରୁ ବିଜେଡି କାହାକୁ ଟିକେଟ୍ ଦେବ ସେନେଇ ଚର୍ଚ୍ଚା ଜାରି…
ଭୁବନେଶ୍ବର: ଟଙ୍କା ନେଇ କଂଗ୍ରେସ ଦଳ ଟିକେଟ ଦେଉଥିବା ଅଭିଯୋଗ ଉପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିସିସି ସଭାପତି କିମ୍ବା ପ୍ରଭାରୀ ଡ଼. ଅଜୟ କୁମାର ଟଙ୍କା ନେଇଥିବା ଯେଉଁ…
ନୀଳଗିରି: ପଞ୍ଚଲିଙ୍ଗେଶ୍ବର ବିଟ୍ ଅଧୀନ କେନ୍ଦୁଚତୁରୀ ନିକଟରୁ ଗଳିତ ଶବ ଉଦ୍ଧାର ହୋଇଛି। ଶବଟି ସ୍ଥାନୀୟ କେନ୍ଦୁନାଳ ଗ୍ରାମର ମାଧ ସିଂ (୫୭) ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ ଜାଗର ଦିନ ମାଧ ସିଂ ଘରୁ ରାଗି ଚାଲି ଯାଇଥିଲେ।…
ଭୁବନେଶ୍ବର/ବରଗଡ଼: କେରଳର କାସରଗଡ଼ସ୍ଥିତ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟରେ ଅଧୟନରତ ଜଣେ ଓଡ଼ିଆ ଛାତ୍ରୀ ଶିକ୍ଷାନୁଷ୍ଠାନର ଛାତ୍ରାବାସରେ ଝୁଲିପଡ଼ିଛନ୍ତି। ମୃତ ଛାତ୍ରୀ ହେଲେ ରୁବି ପଟେଲ (୨୭)। ସେ ପିଏଚ୍ଡି ଛାତ୍ରୀ ଥିଲେ। ପୁଲିସ ଏନେଇ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ…
ଭୁବନେଶ୍ବର/ଆଠମଲ୍ଲିକ: ଜଣକ ପରେ ଜଣେ ବିଜେଡି ନେତା ଦଳ ଛାଡୁଛନ୍ତି। ଧୀରେଧୀରେ ବିଜେଡିରେ ବିଦ୍ରୋହ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ୨୭ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିବା ପରେ ବିଜେଡିରେ ବିଦ୍ରୋହର ତୀବ୍ର ହେବାରେ ଲାଗିଛି।…
ଭୁବନେଶ୍ବର : ଓଡ଼ିଶା ବୋଧହୁଏ ଦେଶର ଏକମାତ୍ର ରାଜ୍ୟ ଯେଉଁଠି ଜଣେ ବ୍ୟକ୍ତି ଉଭୟ ଅଫିସର ଓ ନେତା ଭୂମିକାରେ ଅଛନ୍ତି। ଓଡ଼ିଶାରେ ଗଣତନ୍ତ୍ରକୁ ହତ୍ୟା କରିବା ପାଇଁ ଏଭଳି ଷଡ଼ଯନ୍ତ୍ର ଚାଲିଛି। ବିଜେଡି ନେତା ଭିକେ ପାଣ୍ଡିଆନ ସର୍ବସମ୍ମୁଖରେ ରାଜନୀତିକ…
କଟକ : ଆସନ୍ତା ୧୬ ତାରିଖକୁ ଘୁଞ୍ଚିଲା ବହୁଚର୍ଚ୍ଚିତ ବ୍ଲାକରୋଜ୍ ମାମଲାର ଶୁଣାଣି। ପାରାଦୀପ ନିକଟରେ ବ୍ଲାକରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ସମ୍ପର୍କିତ ମାମଲାର ଶୁଣାଣି ଆସନ୍ତା ୧୬ ତାରିଖକୁ ଘୁଞ୍ଚିଛି। ବ୍ଲାକରୋଜ୍ ଜାହାଜ ବୁଡ଼ି ମାମଲାରେ…
ଭୁବନେଶ୍ବର : ବିଜେଡି ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ଉପ ବାଚସ୍ପତି ରାମଚନ୍ଦ୍ର ପଣ୍ଡା। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।…
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବନ ବିଭାଗକୁ ବଡ଼ ସଫଳତା। ସୁଡୃକୁମ୍ପା ରେଞ୍ଜର ଡଙ୍ଗା ସରଂକ୍ଷିତ ଜଙ୍ଗଲରୁ ୭ ଜଣିଆ ଶିକାରୀ ଗ୍ୟାଙ୍ଗ ସହ କ୍ୟାମ୍ପକୁ ଠାବ କରିଛି ବନବିଭାଗ। ସେଇ କ୍ୟାମ୍ପରୁ ଶିକାରୀଙ୍କ ସରଞ୍ଜାମ ସହିତ ମୃତ ସମ୍ୱରର…
ବଲାଙ୍ଗିର : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସ୍କୁଲ୍ଗୁଡ଼ିକୁ ସକାଳୁଆ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକ ସକାଳୁଆ ହେଉଛି। ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ…