ବିଜେଡ଼ିର ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଟିକେଟକୁ ନେଇ ବଢୁଛି ସସପେନ୍ସ

ଭୁବନେଶ୍ୱର, : ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀକୁ ନେଇ ବଢୁଛି ସସପେନ୍ସ। ଆଶାୟୀଙ୍କ ଭିତରେ ଚାଲିଛି ଛକାପଞ୍ଝା। ଗୋଟିଏ ପଟେ ବର୍ତ୍ତମାନର ବିଧାୟକ ଥିବା ଅନନ୍ତ ନାରାୟଣ ଜେନା ପୁଣିଥରେ ଟିକେଟ୍‌ ପାଇବା ନେଇ ଲବିରେ ଥିବାବେଳେ ଆଉ ଜଣେ ଯୁବ ଚେହେରା…

ଯୋଗଦେଲେ କଟକର ନୂଆ ଜିଲାପାଳ, ସମସ୍ତଙ୍କ ସହଯୋଗ ଲୋଡ଼ିଲେ

କଟକ : କଟକର ନୂଆ ଜିଲାପାଳ ଭାବେ ୨୦୧୧ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅରିନ୍ଦମ ଡାକୁଆ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ବିନୀତ ଭରଦ୍ୱାଜ ନୂତନ ଜିଲାପାଳଙ୍କୁ ସ୍ବାଗତ କରିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟରେ ଦାୟିତ୍ୱ ହସ୍ତାନ୍ତର କରିଥିଲେ।…

ଦୁଇଟି ଆସନରୁ ଲଢିବେ ନବୀନ!

ଭୁବନେଶ୍ୱର : ରାଜ୍ୟବାସୀ ଦେଖିବାକୁ ଯାଉଛନ୍ତି ପଶ୍ଚିମ ଓଡ଼ିଶାରେ ବଡ଼ ଲଢେଇ। ଏବେ ୨୪ ନିର୍ବାଚନର ବଡ଼ ମଇଦାନ ସାଜିଛି ପଶ୍ଚିମ ଓଡ଼ିଶା। ଓଡିଶାର ହଟ୍‌ ସିଟ ପାଲଟିବାକୁ ଯାଉଛି ପଶ୍ଚିମ ଓଡ଼ିଶା। ଏକଥା ଆମେ କହୁନୁ, ରାଜ୍ୟ ରାଜନୀତିରେ ଜୋର…

ବଦଳିଲା ସ୍କୁଲ ସମୟ

କଟକ,୬ା୪ : ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ…

ଚାନ୍ଦବାଲି ଆସନରେ ଏଥର ରୋଚକ ଲଢ଼େଇ: ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ବ୍ୟୋମକେଶ

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଧାନସଭା କ୍ଷେତ୍ରରୁ ଲଗାତାର ଦୁଇଥର ବିଧାୟକ ହୋଇସାରିଲେଣି ବିଜେଡିର ଯୁବନେତା ଡ.ବ୍ୟୋମକେଶ ରାୟ। ଏଥର ବି ବ୍ୟୋମକେଶଙ୍କ ଉପରେ ଦଳ ଭରସା କରି ତାଙ୍କୁ ପ୍ରାର୍ଥୀ କରିଥିବା ବେଳେ ସେ ହ୍ୟାଟ୍ରିକ୍‌ ବିଜୟ ଲକ୍ଷ୍ୟରେ…

ରଣନୀତି ପ୍ରସ୍ତୁତ କରୁଛି ଏଆଇସିସି: ଓଡ଼ିଶାରେ କଂଗ୍ରେସର ନିର୍ବାଚନୀ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଓଡ଼ିଶା ପାଇଁ ରଣନୀତି ପ୍ରସ୍ତୁତ କରିଛି ଏଆଇସିସି। ଓଡ଼ିଶାରେ ଯେଉଁମାନେ ପ୍ରାର୍ଥୀ ହେବେ ସେମାନଙ୍କୁ ସହାୟତା କରିବା ଲାଗି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ଟିମ୍ ଓଡ଼ିଶାରେ ବୁଲୁଛନ୍ତି। ପ୍ରତି ନିର୍ବାଚନ ମଣ୍ଡଳୀରେ…

ଆୟବର୍ହିଭୂତ ସଂପତ୍ତି ଠୁଳ ମାମଲା: କନିଷ୍ଠ ଯନ୍ତ୍ରୀଙ୍କୁ ତିନି ବର୍ଷ ଜେଲଦଣ୍ଡ

ଜୟପୁର: ଆୟବର୍ହିଭୁତ ସଂପତ୍ତି ଠୁଳ ମାମଲାର ବିଚାର କରିଛନ୍ତି ଜୟପୁର ସ୍ବତନ୍ତ୍ର ଭିଜିଲାନସ୍ ଜଜ୍ ରାଜେଶ ଏକ୍କା। ଅଭିଯୁକ୍ତ ଥିବା ତତ୍କାଳୀନ ଗୁଣୁପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡାଙ୍କୁ ତିନି ବର୍ଷ ସଶ୍ରମ କାରା ଦଣ୍ଡ ସହ ୨ଲକ୍ଷ…

ସାଙ୍ଗଙ୍କ ସହ ଭୋଜି ପାଇଁ ଯାଇଥିଲେ ଯୁବକ, ନଦୀରୁ ମିଳିଲା ମୃତଦେହ

ଢେଙ୍କାନାଳା . ସାଙ୍ଗଙ୍କ ସହ ଭୋଜି କରିବାକୁ ଯିବା ହେଲା କାଳ। ହସଖୁସିରେ ମାତି ନଦୀରେ ଗାଧୋଉଥିବା ବେଳେ ବୁଡିଗଲେ ଯୁବକ । ଆଉ ଲିଭିଗଲା ଜୀବନ ଦୀପ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ସାହିର…

ତାଳଚେର କଣିହାଁ NTPC ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ତାଳଚେର : ତାଳଚେର କଣିହାଁ NTPC ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ୨ରୁ ଅଧିକ ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି। ଏତେ…

ପାଣି ପାଇଁ ଥାନାରେ ପହଞ୍ଚିଲେ ଶତାଧିକ ଗାଁ ଲୋକ

କଣ୍ଟାବାଞ୍ଝି : ରାସ୍ତା କାମ କରୁଥିବା ଠିକାଦାର ପାନୀୟ ଜଳ ଯୋଗାଣ ହେଉଥିବା ପାଇପ୍‌ ଭାଙ୍ଗିଦେଲା। ଯେତେ ଗୁହାରୀ କଲେ ମଧ୍ୟ ଶୁଣିଲା ନାହିଁ। ଶେଷରେ ଆଜି ଶତାଧିକ ଗାଁ ଲୋକେ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି। ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…