୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ବାଲେଶ୍ୱରରୁ ଲଢ଼ିବେ ଶ୍ରୀକାନ୍ତ
ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି…
