ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ନିର୍ବାଚନରେ ନକ୍ସଲ ଘଟାଇଥାନ୍ତେ ବଡ଼ଧରଣର ଅଘଟଣ

ମାଲକାନଗିରି: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଛତିଶଗଡ଼ ପୁଲିସକୁ ବଡ଼ଧରଣର ସଫଳତା ମିଳିଛି। ନକ୍ସଲମାନେ ଏକ ବଡ଼ଧରଣର ଅଘଟଣ ଘଟାଇବା ପାଇଁ କେନ୍ଦ୍ରୀୟ କମିଟି ସହ ଏହି ଅଂଚଳର ଟପ୍ ମାଓନେତା ସାମିଲ ହୋଇ ବୈଠକ କରୁଥିଲେ। କାଂକେର ଜିଲ୍ଲାର ଛୋଟିବେଠିଆ ଥାନା…

ବ୍ୟାନର ଝୁଲାଇ ନିର୍ବାଚନକୁ ବହିଷ୍କାର ପାଇଁ ନକ୍ସଲଙ୍କ ଆହ୍ବାନ; କଂଗ୍ରେସ ନେତା ଓ ସରପଞ୍ଚଙ୍କୁ ମୃତ୍ୟୁ ଦଣ୍ଡ ନେଇ ଚେତାବନୀ ଦେଲେ

ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲଙ୍କ ବ୍ୟାନର ଓ ପୋଷ୍ଟର ଦେଖିବାକୁ ମିଳିଛି। ସୁକମା ଜିଲ୍ଲାର ଦୁର୍ଗମ ଅଂଚଳରେ ନକ୍ସଲ ପୋଷ୍ଟର ମାରିବା ସହ ବ୍ୟାନରରେ ୨୮ତମ ଲୋକସଭା ନିର୍ବାଚନକୁ ବହିଷ୍କାର ରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରର ବିଜେପି ଓ କଂଗ୍ରେସ ସରକାରଙ୍କୁ…

ଗତକାଲିଠୁ ନିଖୋଜ ଥିଲେ; ଆଜି ସକାଳେ ସମୁଦ୍ରରୁ ମିଳିଲା ମୃତଦେହ

ପୁରୀ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ…

କଲବଲ କରୁଛି ତାତି; କାଲିଠୁ ସ୍କୁଲ ଛୁଟି

ଭୁବନେଶ୍ବର : ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଏହାକୁ ଦୃଷ୍ଟିରେ…

କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ ପଟ୍ଟନାୟକ : ୨୦୧୯ ନିର୍ବାଚନରେ ପଶ୍ଚିମ ଓଡ଼ିଶାର ବିଜେପୁରରୁ ଲଢ଼ିଥିଲେ

ଭୁବନେଶ୍ବର : ବିଜେଡି ଆଜି ତାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ନବୀନ ହିଞ୍ଜିଳି ସହ କଣ୍ଟାବାଞ୍ଜିରେ ଲଢ଼ିବା ନେଇ ଘୋଷଣା କରିବା…

ମଳଦ୍ୱାରରେ ଲୁଚାଇ ଆଣୁଥିଲେ ସୁନା

ଭୁବନେଶ୍ବର : ଭୁବନେଶ୍ୱର ବିମାନବନ୍ଦରରୁ ଏକ କେଜି ସୁନା ଜବତ ହୋଇଛି। ବିମାନବନ୍ଦରରେ କାର୍ଯ୍ୟରତ କର୍ମଚାରୀ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଠାରୁ ଏହି ସୁନା ଜବତ କରିଛନ୍ତି। ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡ଼ିଆ ଯାତ୍ରୀଙ୍କ…

ପଶ୍ଚିମଓଡ଼ିଶାକୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ : ବିରୋଧୀ

ଭୁବନେଶ୍ବର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା ହେବାପରେ ବିରୋଧୀ ଦଳ କଡ଼ା ସମାଲୋଚନା କରିଛନ୍ତି । ନବୀନ ଆତ୍ମବିଶ୍ୱାସ ହରାଇସାରିଛନ୍ତି । ପଶ୍ଚିମଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା ଦେଇ ଏବେ ପୁଣିଥରେ ଧୋକା ଦେବାକୁ…

ଘୋଷଯାତ୍ରା ଲାଗି ରଥକାଠ ଚିରଟ ଅନୁକୂଳ

ପୁରୀ : ଘୋଷଯାତ୍ରା ପାଇଁ ଆରମ୍ଭ ହେଲା ରଥ କାଠ ଚିରଟ। ପବିତ୍ର ରାମ ନବମୀରେ ପରମ୍ପରା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଚିରଟ ଅନୁକୂଳ ହୋଇଛି। କଟକ ଖପୁରିଆରେ ଥିବା ବନ ବିଭାଗର ସରକାରୀ…

ଗଂଜେଇ ଚାଷ ପାଇଁ ଅର୍ଥ ସହଯୋଗ କରି ବନ୍ଧା ହେଲେ କର୍ଣ୍ଣାଟକ ବାସିନ୍ଦା

ମାଲକାନଗିରି: ଜିଲ୍ଲାରେ ପ୍ରବଳ ଗଂଜେଇ ଚାଷ କରାଯାଉଥିବା ବେଳେ ଏଥିପାଇଁ ବହୁ ମାଫିଆଙ୍କ ସହଯୋଗ ରହିଛି। ଏହିକ୍ରମରେ କର୍ଣ୍ଣାଟକର ମହୀଶୁର ଅଂଚଳର କାଭେନପୁର ନଗର ବାସିନ୍ଦା ଲୋହିତ ଅଥଗୁର ସଦାଶିବ(୪୧)ଙ୍କ ସହଯୋଗରେ ଏମଭି-୯୦ର ଅସିତ ମଣ୍ଡଳଙ୍କ ସହଯୋଗରେ ଗାରଲୁର ଜଂଗଲରେ ଗଂଜେଇ…

କଂଗ୍ରେସର ନିର୍ବାଚନ ପରିଚାଳନା କମିଟିରେ ପ୍ରସାଦ ହରିଚନ୍ଦନ ସଭାପତି, ମନୋରଂଜନ ଦାସ ଆବାହକ

ଭୁବନେଶ୍ବର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ପାଇଁ ବୁଧବାର ତାଲିକା ଜାରି ହୋଇଛି। ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ କେ.ସି…