୪୩.୮ ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କମିଲା ତାତି, ଆଉ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି | ଆଜି ୧୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଉପରେ ଥିବାବେଳେ ୪୩.୮ ଡିଗ୍ରୀ ସେଲ୍ସିୟସ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର…
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କମିଲା ତାତି, ଆଉ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି | ଆଜି ୧୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଉପରେ ଥିବାବେଳେ ୪୩.୮ ଡିଗ୍ରୀ ସେଲ୍ସିୟସ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର…
ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟକା ଲାଗିଛି। ସେ ମଧୁମେହ ରୋଗୀ ହୋଇଥିବାରୁ ଦୈନିକ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ପାରିବାରିକ ଡାକ୍ତରଙ୍କ ସହ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବାକୁ ଚାହୁଁଥିଲେ।…
ଗଞ୍ଜାମ: ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ । ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା ଓ କବିସୂର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ସ୍ବାଇଁ ଇସ୍ତଫା ଦେଇଛନ୍ତି । ଇସ୍ତଫା ପଛର କାରଣ ବ୍ୟକ୍ତିଗତ ବୋଲି ଉଭୟ ଉଲ୍ଲେଖ କରିଛନ୍ତି…
ଭୁବନେଶ୍ଵର: ଓଡିଶା ଆସିବେ ରାହୁଲ ଗାନ୍ଧୀ । କରିବେ ନିର୍ବାଚନୀ ପ୍ରଚାର । ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।…
ପଟିଆଲା: ପଞ୍ଜାବର ପଟିଆଲାରେ କେକ୍ ଖାଇବା ପରେ ୧୦ବର୍ଷୀୟ ବାଳିକାଙ୍କ ମୃତ୍ୟୁ ହୋଇଥିଲା | ଏହି ଘଟଣା ପରେ ନ୍ୟୁ ଇଣ୍ଡିଆ ବେକେରୀ ମାଲିକଙ୍କ ସମେତ ଚାରିଜଣଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିଲା | ଏହି ମାସ ଆରମ୍ଭରୁ ଏଭଳି…
ପୁରୀ: ପୁରୀ ଲୋକସଭା ଆସନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀ ଅରୂପ ପଟ୍ଟନାୟକ ପିପିଲିରେ ପ୍ରଚାର କରୁଥିବା ବେଳେ ଅସୁସ୍ଥ ହୋଇପଡିଛନ୍ତି। ପ୍ରବଳ ଗରମ ଏବଂ ଆର୍ଦ୍ରତା ତାଙ୍କ ହଠାତ୍ ଅସୁସ୍ଥତାର ସମ୍ଭାବ୍ୟ କାରଣ ବୋଲି କୁହାଯାଇଛି। ପୂର୍ବରୁ ମୁମ୍ବାଇ…
ଶିକ୍ଷକ ନିଯୁକ୍ତି ମାମଲାରେ କଲିକତା ହାଇକୋର୍ଟ ଝଟକା ଦେବା ପରେ ରାଗି ଯାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଜେପି ନେତାମାନେ ନ୍ୟାୟିକ ବ୍ୟବସ୍ଥା ଓ କୋର୍ଟଙ୍କ ରାୟକୁ ପ୍ରଭାବିତ କରୁଛନ୍ତି ବୋଲି ସେ ଅଭିଯୋଗ ଆଣିଛନ୍ତି। କଲିକତା ହାଇକୋର୍ଟ ୨୦୧୬ରେ…
ଗୁଜରାଟର ସୁରତ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ମୁକେଶ ଦଲାଲ ବିନା ଲଢ଼େଇରେ ବିଜୟୀ ଘୋଷିତ ହୋଇଛନ୍ତି। କଂଗ୍ରେସ ପ୍ରାର୍ଥୀ ନିଲେଶ କୁମ୍ଭାନିଙ୍କ ନାମାଙ୍କନକୁ ରିଟର୍ଣ୍ଣି ଅଫିସର ରଦ୍ଦ କରିଥିବା ବେଳେ ବାକି ୮ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର…
ଜୟପୁରରୁ କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ୁଥିବା ତାରାପ୍ରସାଦ ବାହିନୀପତି ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି ଜୟପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ତାରା ବାହିନୀପତି। ନାମାଙ୍କନ ଦାଖଲ ବେଳେ…
ତାଳଚେର: ସମଗ୍ର ଭାରତରେ ଏମିତି ଏକ ପୀଠ ଅଛି ଯେଉଁଠି ଭକ୍ତଠାରୁ ଭଗବାନ ସିଧାସଳଖ ନୈବେଦ୍ୟ ଗ୍ରହଣ କରନ୍ତି । ନାଁ ଥାଏ ପୂଜକର ମନ୍ତ୍ର ଧ୍ବନି ନା କୈଣସି ପ୍ରତିବନ୍ଧକ । ଏହି ପୀଠ ସହ ସିଧାସଳଖ ରହିଛି ଶ୍ରୀକ୍ଷେତ୍ରର…