କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ୍ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳି ନାହିଁ। ସୂଚନା ଅନୁସାରେ କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ…
