ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଆହତ
ବୀରମହାରାଜପୁର/ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଧୀନ ହିକୁଡ଼ି ଫାଣ୍ଡିର ଡୁଡୁପାଲି ବୁଲାଣିରେ ଆଜି ରାତିରେ ଦୁଇଟି ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ନିୟନ୍ତ୍ରଣ ହରାଇ ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଉଭୟ ବସ୍ର ଅନେକଗୁଡ଼ିଏ ଯାତ୍ରୀ…
