May 2024

ପଦମପୁରକୁ ଜିଲ୍ଲା କରାଇ ଦେଉନାହାନ୍ତି ବିରୋଧି: ପାଣ୍ଡିଆନ

ପଦମପୁର: ପଦମପୁରକୁ ଜିଲ୍ଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟ ସରକାର ମଧ୍ୟ ବିଜ୍ଞପ୍ତି ପ୍ରକାଶ କଲେ । ଏପରିକି ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ମଧ୍ୟ ଜାଗା ଚିହ୍ନଟ କରାଗଲା । କିନ୍ତୁ ଚକ୍ରାନ୍ତକାରୀ ଗୋଷ୍ଠୀ ତାକୁ ବନ୍ଦ…

‘ଅମ୍ବାନୀ-ଅଦାନୀ ଠାରୁ କେତେ ଟଙ୍କା ନେଇଛନ୍ତି ରାହୁଲ?’

ନିର୍ବାଚନ ତାରିଖ ଘୋଷଣା ହେବା ଦିନ ଠାରୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଅଦାନୀ ଓ ଅମ୍ବାନୀଙ୍କୁ ଗାଳି କରିବା ବନ୍ଦ କରିଦେଇଛନ୍ତି। ଏମାନଙ୍କୁ ଠାରୁ ସେ କେତେ ଟଙ୍କା ନେଇଛନ୍ତି। କେବେ ଟଙ୍କା ଭିତରେ ଡିଲ୍‌ ହୋଇଛି ରାହୁଲ ଗାନ୍ଧିଙ୍କୁ…

ରାଜଧାନୀରେ ରାସ୍ତା ପାର ହେଉଥିଲେ; ୨ ଜଣଙ୍କୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ଟ୍ରକ୍

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା…

ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି…

ପିଟ୍ରୋଡାଙ୍କ ‘ବର୍ଣ୍ଣବାଦ’ ବୟାନକୁ ନେଇ ରାଗିଲେ ମୋଦି, ରାହୁଲଙ୍କୁ ମାଗିଲେ ଜବାବ

କଂଗ୍ରେସ ନେତା ସାମ ପିଟ୍ରୋଡା ବର୍ଣ୍ଣବାଦ ମନ୍ତବ୍ୟ ଦେଇ ପୁଣି ଥରେ ବିବାଦରେ ଫଶିଛନ୍ତି। ଭାରତର ଲୋକଙ୍କୁ ସେ କଳା-ଗୋରା କହିଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ସରଗରମ ରହିଛି। ପିଟ୍ରୋଡାଙ୍କ ଏହି ବର୍ଣ୍ଣବାଦ ବୟାନକୁ ନେଇ ରାଗି ଯାଇଛନ୍ତି…

ନବରଙ୍ଗପୁରରେ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

ନବରଙ୍ଗପୁର: ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା । ଆକ୍ରାନ୍ତ ୨ ଶିଶୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ଗାଁର । ସେମାନଙ୍କ ବୟସ ଯଥାକ୍ରମେ ୭ ଓ ୨ ବର୍ଷ । ବର୍ତ୍ତମାନ…

ବିଜେପି ନେତାଙ୍କ ଉପରେ ବର୍ଷିଲେ ଭି କେ ପାଣ୍ଡିଆନ୍

ଭୁବନେଶ୍ବର: ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର…

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ସୂଚନାଯୋଗ୍ୟ ପ୍ରତିମାସରେ…

ଜୁନ୍ ୧ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ଭୋଟ; ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍…

କଳାହାଣ୍ଡି ଲୋକସଭା ସିଟ୍‌ର ସ୍ଵାଧୀନ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ଭବାନୀପାଟଣା : କଳାହାଣ୍ଡି ଲୋକସଭାର ସ୍ଵାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ । ଏହି ଆକ୍ରମଣରେ ନରେଶ ହିଆଲ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ପୁଲିସ୍‌ ଏଯାଏ ଆକ୍ରମଣକାରୀଙ୍କୁ ଚିହ୍ନଟ କରି ପାରିନି। ନରେଇ ହିଆଲ ପ୍ରଚାର…