May 2024

ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନାଁରେ ନିର୍ବାଚନ କମିସନରଙ୍କ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ଵର: ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବିରୋଧରେ ନିର୍ବାଚନ ଆଚରଣ ଵିଧି ଉଲଂଘନ ଅଭିଯୋଗ ଆଣିଲା ବିଜେଡି । ଏ ନେଇ ଇ-ମେଲ ଜରିଆରେ ଜାତୀୟ ନିର୍ବାଚନ କମିସନରଙ୍କୁ ଅବଗତ କରିଛି ବିଜୁ ଜନତା ଦଳ । ଯାହାର ନକଲ ରାଜ୍ଯ…

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର : ବଦଳିଲେ କଂଗ୍ରେସର ୫ ବିଧାୟକ ପ୍ରାର୍ଥୀ । ଆଜି ୬ ଜଣିଆ ତାଲିକା ଘୋଷଣା କରିଛି କଂଗ୍ରେସ । ଏଥିରେ ଜଣେ ନୂଆ ପ୍ରାର୍ଥୀଙ୍କ ନାଁ ଥିବା ବେଳେ ୫ ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଛି ଦଳ ।…

ଧର୍ମେନ୍ଦ୍ର ପ୍ରଧାନ ସବୁବେଳେ ମିଛ କୁହନ୍ତି: ବିଜେଡି

ଭୁବନେଶ୍ଵର: ଗତ କିଛି ଦିନରୁ ଓଡିଶା ବିଜେପି ନେତାଙ୍କ ସଂସ୍କୃତି, ସଭ୍ୟତା ସ୍ୱାଭିମାନ ନେଇ ବକ୍ତବ୍ୟ ଦେଉଛନ୍ତି । ହେଲେ ସେମାନଙ୍କ ଅସଲ ଚେହେରା ଧରା ପଡିଯାଇଛି । ଯାହା ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟରୁ ସ୍ପଷ୍ଟ ଜଣାପଡୁଛି ।…

ବିଜେପିକୁ ୧୦୯ଟି ପ୍ରଶ୍ନ ପଚାରିଲେ ଅଖିଳେଶ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ସମାପ୍ତ ହୋଇଥିବାବେଳେ ଆଉ ୫ଟି ପର୍ଯ୍ୟାୟ ମତଦାନ ବାକି ରହିଛି | ​​ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆସନ୍ତା ୭ ରେ ଅନୁଷ୍ଠିତ ହେବ। ଏହି ନିର୍ବାଚନ ମାହୋଲ…

ବିଜେଡିର ମିଶ୍ରଣ ପର୍ବ, ଶଙ୍ଖ ଧରିଲେ କଂଗ୍ରେସର ୨ ନେତା

ଭୁବନେଶ୍ଵର: କଂଗ୍ରେସ ଛାଡି ବିଜେଡିରେ ମିଶିଲେ କେନ୍ଦୁଝର ସଂସଦୀୟ କ୍ଷେତ୍ରର ୨ ନେତା । କେନ୍ଦୁଝର ସଂସଦୀୟ କ୍ଷେତ୍ରର ମୋହନ ହେମ୍ବ୍ରମ, କୈଳାସ ମହନ୍ତ ବିଜେଡିରେ ଯୋଗ ଦେଇଛନ୍ତି । ମୋହନ ହେମ୍ବ୍ରମ ୨୦୧୯ କଂଗ୍ରେସରୁ କେନ୍ଦୁଝର ସାଂସଦ ପ୍ରାର୍ଥୀ ଥିଲେ…

ଆଠଗଡରେ ବିଶ୍ୱର ଏକ ବିରଳ ପ୍ରଜାତିର ପକ୍ଷୀ

ଆଠଗଡ ଅଞ୍ଚଳରେ ଏବେ ଦେଖିବାକୁ ମିଳିଛି ବିଶ୍ୱର ଏକ ବିରଳ ପ୍ରଜାତିର ପକ୍ଷୀ । ମହାନଦୀ ଅବବାହିକାରେ ଅଣ୍ଡା ଦେଲେ ବିଶ୍ୱର ବିରଳ ପ୍ରଜାତିର ପକ୍ଷୀ ଇଣ୍ଡିଆନ ସ୍କିମର ବା ପାଣି ଚିରି । ସାଧାରଣତଃ ବିଶ୍ଵର ତିନୋଟି ସ୍ଥାନ ଯଥା…

ବିକଶିତ ଭାରତ ପାଇଁ ବିଶ୍ଵବନ୍ଧୁ ହେବା ଜରୁରୀ: ଜୟଶଙ୍କର

କଟକ: ଦୁଇ ଦିନିଆ ଓଡିଶା ଗସ୍ତରେ ଅଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ଓଡିଶାରେ ଆଜି ତାଙ୍କର ଦ୍ଵିତୀୟ ଦିନ ଥିବାବେଳେ ସେ ଆଜି କଟକ ଗସ୍ତରେ ଅଛନ୍ତି । କଟକରେ ଆୟୋଜିତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି…

ପ୍ରଜ୍ଜ୍ୱଳ ରେଭାନ୍ନା ନିର୍ବାଚନ ଜିତିଲେ ବି କାର୍ଯ୍ୟାନୁଷ୍ଠାନ ନିଆଯିବ: କର୍ଣ୍ଣାଟକ ବିଜେପି ନେତା

ଅଶ୍ଳୀଳ ଭିଡିଓ ଭାଇରାଲ୍ ଓ ଏକାଧିକ ମହିଳାଙ୍କୁ ଯୌନ ନିର୍ଯାତନା ମାମଲାରେ ଫସିଛନ୍ତି ଜେଡିଏସ ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବଗୌଡାଙ୍କ ପୁଅ ଏଚଡି ରେଭାନ୍ନା ଓ ନାତି ପ୍ରଜ୍ଜ୍ୱଳ ରେଭାନ୍ନା। ଏହି ମାମଲାକୁ ନେଇ ଜେଡିଏସ ସହଯୋଗୀ…

୧୨ରେ ପୁଣି ଓଡ଼ିଶା ଆସିବେ ଅମିତ ଶାହ, ୮ରେ ରାଜନାଥ ସିଂହ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ସିଂ ତୋମର୍। ଏଣେ ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ରାଜଧାନୀରେ ନକଲି NCERT ବହି ଭଣ୍ଡାର ଠାବ

ଭୁବନେଶ୍ୱର : ରାଜଧାନୀରେ ନକଲି ଏନସିଇଆରଟି ବହି । ନକଲି ଏନସିଇଆରଟି ବହି ଭଣ୍ଡାର ଠାବ କରିଛି କମିଶନରେଟ୍ ପୋଲିସ । ଭୁବନେଶ୍ବର ବଡ଼ଗଡ଼ ଥାନା ଅନ୍ତର୍ଗତ ଶୁଭମ ବୁକଷ୍ଟୋରରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ବହି ଜବତ ହୋଇଛି…