ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ଲଢ଼ିବେ। ଏହି ନିର୍ବାଚନରେ ସେ କୌଣସି ଦଳୀୟ ଟିକେଟ୍‌ରେ ନିର୍ବାଚନ ନଲଢ଼ି ସ୍ବାଧୀନ ଭାବେ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ଘସିପୁରାରେ ଏକ ବିଶାଳ…

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୦ ବ୍ୟାଚ୍ ଆଇଏଏସ୍ ତଥା ମିଶନ ଶକ୍ତି ବିଭାଗର ସଚିବ ତଥା କମିଶନର ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ…

୪୪.୬ ଡ଼ିଗ୍ରି ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ  ପ୍ରବାହ ଜାରି ରହିଛି। କାଳବୈଶାଖୀ ପ୍ରଭାବରେ ଗତ ବୁଧବାର ସନ୍ଧ୍ୟାରେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ଆଜି ତାପମାତ୍ରାରୁ ସାମାନ୍ୟ ଆଶ୍ବସ୍ତି ମିଳିଥିବା ବେଳେ ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହୋଇଛନ୍ତି।…

ଛାଡ଼ପତ୍ର ବିବାଦ ମଧ୍ୟରେ ପୁଣି ଥରେ ରେମଣ୍ଡର ଏମଡି ହେଲେ ଗୌତମ ସିଙ୍ଘାନିଆ

ନୂଆଦିଲ୍ଲୀ: ଛାଡ଼ପତ୍ର ବିବାଦ ମଧ୍ୟରେ ପୁଣି ଥରେ ରେମଣ୍ଡର ଏମଡି(ପରିଚାଳନା ନିର୍ଦ୍ଦେଶକ) ହେଲେ ଗୌତମ ସିଙ୍ଘ‌ାନିଆ। ଗତ ବର୍ଷ ପତ୍ନୀଙ୍କ ସହ ବିବାଦ ଥିବା ନେଇ ଜଣାପଡ଼ିବା ପରେ ଚର୍ଚ୍ଚାକୁ ଆସିଥିଲେ ଗୌତମ। ଏହି କାରଣରୁ ତାଙ୍କ ପଦବୀ ଚାଲିଯାଇପାରେ ବୋଲି…

ଗାଧୋଇବା ବେଳେ ବୁଡ଼ିଗଲେ ଯୁକ୍ତ ଦୁଇ ଛାତ୍ର

ସାଲେପୁର : ସାଲେପୁରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା l ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ସାଲେପୁର କଲେଜର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି l ମୃତ ଛାତ୍ର ହେଲେ ସାଲେପୁର ବ୍ଲକ ମୁର୍କୁଣ୍ଡି ଗାଁର ଅମୁଲ୍ୟ ବେହେରାଙ୍କ…

ଶଗଡରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ବିଧାୟିକା ପ୍ରାର୍ଥିନୀ

ସୁବର୍ଣ୍ଣପୁର  : ସମ୍ପୂର୍ଣ୍ଣ ଦେଶୀ ଷ୍ଟାଇଲରେ ନାମାଙ୍କନ ଦାଖଲ କଲେ ଓଡିଆ ବୋହୂ । ହଁ ଆଜ୍ଞା ଜଣେ ଖାଣ୍ଟି ଓଡିଆଣି ବୋହୂ, ଯିଏ ଶତାଧିକ ଚାଷୀଙ୍କୁ ନେଇ ଶଗଡରେ ପହଁଚିଥିଲେ ନାମାଙ୍କନ ପତ୍ର ଭରିବାକୁ । ଏ ଦୃଶ୍ୟ ଅତି ନିଆରା…

ଉଦ୍ଧବଙ୍କୁ ଚ୍ୟାଲେଞ୍ଜ କଲେ ଶାହା

ମୁମ୍ବାଇ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ମେ ୭ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରାଜନୈତିକ ଦଳ ଏବଂ ସେମାନଙ୍କର ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି। ଏହି କ୍ରମରେ ଆଜି…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼

ଜଳେଶ୍ଵର : ରଣଭୂମୀ ପାଲଟିଲା ଡାକ୍ତରଖାନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼ । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ସ୍ଥିତ ଜିକେ ଭଟ୍ଟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା । ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରର ଇନଚାର୍ଜ ଡାକ୍ତର ଦିଲ୍ଲିପ ପାତ୍ରଙ୍କୁ…

ବରଗଡରେ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଅଷ୍ଟମ ତଥା ଶେଷ ଦିନ । ଶେଷ ଦିନରେ ବରଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ନିପନ ଦାସ ତାଙ୍କର ନାମାଙ୍କନ ପତ୍ର ଦାଖଲ…

୧୪ରେ ବାରାଣାସୀରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦୀ

ନୂଆଦିଲ୍ଲୀ: ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମେ ୧୩ ରେ ସେ ବାରଣାସୀରେ ଏକ ବିଶାଳ ରୋଡ୍ ସୋ କରିବେ। ଏହି ରୋଡସୋରେ…