ଆସନ୍ତାକାଲି ତୃତୀୟ ପର୍ଯ୍ୟାୟରେ ୧୨ରାଜ୍ୟର ୯୪ଟି ଆସନରେ ହେବ ମତଦାନ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ଜାରି ରହିଛି। ଅନ୍ୟପକ୍ଷରେ ମଙ୍ଗଳବାର ୧୨ଟି ରାଜ୍ୟର ୯୪ଟି ଲୋକସଭା ଆସନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ୟ୍ୟାୟରେ…

ସମୀର ଦାଶ ଓ ଅରୁନ୍ଧତୀ ଦେବୀଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ଟିକେଟ୍ କାଟିବା ପରେ ନିମାପଡ଼ା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନିମାପଡ଼ା ଟିକେଟ୍ କଟିବା…

ଆତଙ୍କବାଦୀ ସଂଗଠନରୁ ପାଣ୍ଠି ନେଇଥିବା ଅଭିଯୋଗ: କେଜ୍ରିୱାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ ଉପରାଜ୍ୟପାଳଙ୍କ ସୁପାରିଶ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ମଦ ଦୁର୍ନୀତି ଅଭିଯୋଗରେ ସେ ପୂର୍ବରୁ ତିହାର ଜେଲ୍‌ରେ ରହିଛନ୍ତି। ବର୍ତ୍ତମାନ ତାଙ୍କ ବିରୋଧରେ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଶିଖ୍ ଫର୍ ଜଷ୍ଟିସ୍‌ଠାରୁ ରାଜନୈତିକ ଦାନ ନେଇଥିବା ଅଭିଯୋଗ ହୋଇଛି।…

ନିର୍ବାଚନ ଆଚରଣ ଆଦର୍ଶ ବିଧି ଲାଗୁ ସତ୍ତ୍ୱେ ଏସବୁ ନିର୍ମାଣ କାର୍ଯ୍ୟକୁ ଅନୁମତି ଦେଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର: ବର୍ତ୍ତମାନ ନିର୍ବାଚନ ଆଚରଣ ଆଦର୍ଶ ବିଧି ଲାଗୁ ହୋଇଥିବା ବେଳେ ଭାରତୀୟ ନିର୍ବାଚନ ଆୟୋଗ ଅନୁଗୋଳ –ସମ୍ବଲପୁର ସେକ୍ସନ ଏନଏଚ-୫୫ର କିଛି କାର୍ଯ୍ୟ, ସମ୍ବଲପୁରର ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଏବଂ…

୧୨ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖି ସମ୍ଭାବନା

ଭୁବନେଶ୍ବର : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା…

କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର : ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର ଜରୁରୀ ଅବତରଣ । କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଆକାଶରେ ପାଖାପାଖି ୨୦ ମିନିଟ୍ ଅପେକ୍ଷା ପରେ ଝାରସୁଗୁଡ଼ା ଫେରିଗଲେ । ଖଡ଼ିଆଳରେ ପ୍ରଚାର ସାରି ଭୁବନେଶ୍ବର ଫେରୁଥିଲେ…

ଘସିପୁରା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ

ଘସିପୁରା: ପ୍ରାର୍ଥୀ ପତ୍ର ଦାଖଲ କଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ଆଜି(ସୋମବାର) ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ସହ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜର…

ବଜ୍ରପାତରେ ୨୨ଟି ଛେଳି ମୃତ

ଗଞ୍ଜାମ : ଆଜି ଅପରାହ୍ନରେ କାଳବୈଶାଖୀ ବର୍ଷା ହୋଇଛି । କାଳବୈଶାଖୀର ପ୍ରଭାବରେ ବାରମ୍ବାର ଘଡ଼ଘଡ଼ି ସହ ଘନଘନ ବିଜୁଳି ମାରିଥିଲା । ଏହି ବଜ୍ରପାତ ଲୋକଙ୍କୁ ଆତଙ୍କିତ କରିଥିଲା । ବଜ୍ରପାତରେ ୨୨ ଗୋଟି ଛେଳି ମୃତ୍ୟୁ ବରଣ କରିଛନ୍ତି ।…

କଂ​‌ଗ୍ରେସ ଛାଡ଼ିଲେ ବିଜୟ ଗମାଙ୍ଗୋ, ପ୍ରାଥମିକ ସଦସ୍ୟତାରୁ ଇସ୍ତଫା

ରାୟଗଡ଼ା: ନିର୍ବାଚନ ପୂର୍ବରୁ ରାୟଗଡ଼ା ଜିଲ୍ଲା କଂଗ୍ରେସକୁ ଝଟ୍‌କା। ଦଳ ଛାଡିଲେ ରାୟଗଡା ଜିଲ୍ଲା କଂଗ୍ରେସ ସଭାପତି ବିଜୟ କୁମାର ଗମାଙ୍ଗୋ। ସେ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ…

ପୁଞ୍ଚ ଆତଙ୍କୀ ହମଲା ପଛରେ କୁଖ୍ୟାତ ଆତଙ୍କୀ ଅବୁ ହମଜା

ଠିକ ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରର ପୁଞ୍ଚରେ ଶନିବାର ଆତଙ୍କବାଦୀମାନେ ଯୋଜନାବଦ୍ଧ ଭାବେ ଆକ୍ରମଣ କରିଥିଲେ। ବାୟୁସେନାର କନଭୟକୁ ଟାର୍ଗେଟ କରି ହୋଇଥିବା ଗୁଳିମାଡ଼ରେ ୫ ଜଣ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୩୩ ବର୍ଷୀୟ କୋର୍ପୋରାଲ ଭିକ୍କି ପାଡାଡେ ସହିଦ ହୋଇଛନ୍ତି। ଭିକ୍କି…