କାଲି ପ୍ରଥମ ପର୍ଯ୍ୟାୟ ଭୋଟ୍; ୪ ଲୋକସଭା, ୨୮ ବିଧାନସଭା ପାଇଁ ପ୍ରତିନିଧି ବାଛିବେ ଜନତା

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ପଡ଼ିବାକୁ ଯାଉଥିବା ବେଳେ ଶନିବାର ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଶେଷ ଦିନରେ ନିଜନିଜ ଦଳର ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ଦଳର ହେଭିୱେଟ ଜୋର୍‌‌ଦାର ପ୍ରଚାର କରିଛନ୍ତି।…

ମୁଁ ଥିବା ଯାଏଁ ରାମନବମୀ ପାଳନ କରିବାକୁ କେହି ଅଟକାଇପାରିବେ ନାହିଁ: ମୋଦୀ

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତୃଣମୂଳ କଂଗ୍ରେସ ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭୋଟ୍ ବ୍ୟାଙ୍କ ରାଜନୀତି ଆଗରେ କଂଗ୍ରେସ ଏବଂ ଟିଏମସି ଆତ୍ମସମର୍ପଣ କରିଛନ୍ତି। ଏହି ସମୟ ମଧ୍ୟରେ…

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍‌

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବରଗଡ଼ ଆସିଥିଲେ। ବହୁତ ବଡ଼ବଡ଼ କଥା କହିକି ଗଲେ। ହେଲେ ସମ୍ବଲପୁରୀ, କୋଶଳୀ ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ୫ ବର୍ଷ ହେଲା ପ୍ରସ୍ତାବ ପଠାଇଥିଲେ ବି ବିଜେପି ସରକାର କ’ଣ…

ହଜିଗଲା ମାନବିକତା, ଟଲିରେ ବୁହା ହେଲା ମୃତଦେହ

ହଜିଗଲା ମାନବିକତା। ମଣିଗଲା ମଣିଷ ପଣିଆ। ପ୍ରାଣ ଯିବା ପରେ ମଧ୍ୟ କେହି ଦେଲେନି ସମ୍ମାନ। ଧଜିଆ ଓଡ଼ିଲା ସରକାରଙ୍କ ମାଳମାଳ ଯୋଜନା। ଝିଅ ଅନ୍ୟ ଜାତିରେ ବିବାହ କରିଥିବାରୁ ବାପାଙ୍କ ଶବକୁ ମିଳିଲାନି କାନ୍ଧ। ଅବସ୍ଥା ଏପରି ହେଲା ଯେ ଶେଷରେ…

‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା…

‘ପିଓକେ’ ଭାରତର ଅଂଶ, ଆମେ ଏହାକୁ ନିଶ୍ଚିତ ଫେରାଇ ଆଣିବୁ : ଶାହ

ପାକିସ୍ତାନ କବଳରୁ ମୁକ୍ତି ପାଇବା ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର ଲୋକେ ରାସ୍ତା ଓହ୍ଲାଇଛନ୍ତି। ଏଠାରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ପୁଲିସ ଓ ଜନସଧାରଣଙ୍କ ଭିତରେ ଜାରି ରହିଛି ସଂଘର୍ଷ। ଏହାରି ଭିତରେ ଗୃହମନ୍ତ୍ରୀ ଅମିତ ଶାହା ପିଓକେକୁ…

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ…

ଜବାବ ଦେଲେ ଧର୍ମେନ୍ଦ୍ର, କହିଲେ- ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ କୌଣସି ବ୍ୟବସ୍ଥା ନାହିଁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମୋଦୀ ସରକାରଙ୍କ ବିରୋଧରେ ଯାହା ଯାହା ଅଭିଯୋଗ ବାଢ଼ିଥିଲେ ରବିବାର ସାମ୍ବାଦିକ ସମ୍ମିଳନୀରେ ତାର ଜବାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି, ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସଙ୍ଗୀତ…

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ  ଓଡିଶା ଆସିବେ ରାହୁଲ ଗାନ୍ଧି । ଆସନ୍ତା…

କେଜ୍ରିଓ୍ୱାଲଙ୍କ ୧୦ ଗ୍ୟାରେଣ୍ଟି, ୨୦୦ ୟୁନିଟ୍‌ ଯାଏ ମାଗଣା ବିଦ୍ୟୁତ୍‌

ଜେଲ୍‌ରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ ଦେଶବାସୀଙ୍କୁ ଦେଇଛନ୍ତି ୧୦ ଗ୍ୟାରେଣ୍ଟି। ଯଦି ଆମ୍‌ ଆଦମୀ ପାର୍ଟି ଏଥର ଲୋକସଭା ନିର୍ବାଚନ ଜିତେ ତେବେ ୧୦ଟି କାର୍ଯ୍ୟ ଉପରେ ଯୁଦ୍ଧସ୍ତରରେ କାମ…