ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ…

୧୭ ତାରିଖରେ ଓଡ଼ିଶା ଆସିବେ ହେମା

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର ୩ଟି…

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦ କୋଟି…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳି ନାହିଁ। ସୂଚନା ଅନୁସାରେ କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ…

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି କର୍ମୀ

ବୀରମହାରାଜପୁର: ଓଡ଼ିଶାରେ ସାଧାରଣ ନିର୍ବାଚନର ଦ୍ବତୀୟ ପର୍ଯ୍ୟାୟ ପାଇଁ ମତଦାନ ତାରିଖର ୪ ଦିନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ବିଜେଡିକୁ ଆଉ ଏକ ଧକ୍କା ଲାଗିଛି। ଉଲୁଣ୍ଡା ବ୍ଲକର କାଦୋଦର ଗାଁରେ ଶତାଧିକ କର୍ମୀ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି।…

ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ : ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ…

କଟକରେ ଅମିତ ଶାହଙ୍କ ରୋଡ଼ ଶୋ

ଭୁବନେଶ୍ବର/କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ସନ୍ଧ୍ୟାରେ ଐତିହାସିକ କଟକ ସହରରେ ରୋଡ ସୋ’ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଏହି ରୋଡ୍‌ ଶୋ’ ମୁଖ୍ୟ ରାସ୍ତାରେ ନୁହେଁ, ବରଂ ଗଳିକନ୍ଦିରେ ଆୟୋଜନ ହୋଇଛି। ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର,…

ବଲାଙ୍ଗିରରେ ବିଜେପି ଉପରେ ଗର୍ଜିଲେ; ବିଜେଡି ନାଁ ଧରିଲେନି

ବଲାଙ୍ଗିର : ନିର୍ବାଚନ ପ୍ରଚାର ନିମନ୍ତେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ବଲାଙ୍ଗିରର କୋଶଳ କଳାମଣ୍ଡଳରେ ଜନ ଆଶୀର୍ବାଦ ସଭାରେ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧି। ହେଲେ ରାଜ୍ୟ ସରକାର ବା ମୁଖ୍ୟମନ୍ତ୍ରୀ କି ବିଜେଡି ବିରୋଧରେ ପଦେ…

ଓଡ଼ିଶାରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଲୋକଙ୍କୁ ବାହାରକୁ ଯିବାକୁ ପଡ଼ିବନି: ଶାହ

ଭୁବନେଶ୍ବର/ସୋରଡ଼ା: ଓଡ଼ିଶାରେ ରୋଜଗାର ଅଭାବ କାରଣରୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ଗଂଜାମ ଜିଲ୍ଲା ସୋରଡ଼ାରେ ‘ବିଜୟ ସଂକଳ୍ପ ସମାବେଶ’ରେ…

ଭୁବନେଶ୍ୱରରେ ଜେ.ପି. ନଡ୍ଡା

ଭୁବନେଶ୍ବର:ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି ନଡ୍ଡା। ରାତି ୭ଟା ୫୦ ମିନିଟରେ ଭୁବନେଶ୍ୱରର ଏକ ହୋଟେଲରେ ବିଜେପି ମହିଳା କାର୍ଯ୍ୟକର୍ତ୍ତା ମାନଙ୍କ ସହ ନଡ୍ଡାଙ୍କ ବୈଠକ ରହିଛି। ରାଜ୍ୟ ବିଜେପି ତାର…