ମୁଁ ଆପଣଙ୍କୁ ମୋ ପୁଅକୁ ଦେଇଦେଉଛି: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଏବରେଲିରେ ଆୟୋଜିତ ଏକ ରାଲିରେ କହିଛନ୍ତି ଯେ ଆମର ମୂଳ ଏହି ମାଟି ସହିତ ଯୋଡି ହୋଇ ରହିଛି । ରାହୁଲ ଗାନ୍ଧୀଙ୍କ ପାଇଁ ଭୋଟ୍ ମାଗିବାବେଳେ ସେ ଇନ୍ଦିରା ଗାନ୍ଧୀଙ୍କ ବିଚାରଧାରା ଲୋକଙ୍କ…

ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ, ଜାମିନ ପାଇଁ ଟ୍ରାଏଲ କୋର୍ଟ ଯାଇପାରିବେ କେଜ୍ରିୱାଲ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଦ୍ୱାରା ହୋଇଥିବା ଗିରଫଦାରୀ ବିରୋଧରେ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁସିଙ୍ଘଭୀ ଦମଦାର ଯୁକ୍ତି ଉପସ୍ଥାପନ କରିଛନ୍ତି। ଯୁକ୍ତି ଶୁଣିବା ପରେ…

ଆଗ ନିଷ୍ପତ୍ତି ନିଅନ୍ତୁ, ତା’ପରେ କେଉଁ ରାଜ୍ୟକୁ ଏକ ନମ୍ୱର କରିବେ କହିବେ: ପାଣ୍ଡିଆନ

ଅନୁଗୋଳ: ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ପ୍ରଧାନମନ୍ତ୍ରୀ ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ପ୍ରଥମେ…

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ବିଜେପି ପ୍ରାର୍ଥୀ

କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବିଜେପିର ତାମଲୁକ ପ୍ରାର୍ଥୀ ଅଭିଜିତ ଗାଙ୍ଗୁଲି ବିବାଦରେ ଫସିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମ୍ପର୍କରେ ବିବାଦୀୟ ଟିପ୍ପଣୀ ଦେଇଥିବାର ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ସନ୍ଦେଶଖାଲି ପ୍ରସଙ୍ଗରେ ସେ ମମତା…

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି, ଭୀମ ଭୋଇଙ୍କୁ କେବଳ କବି କହି ସମ୍ବୋଧନ କଲେ ପାଣ୍ଡିଆନ

ସମ୍ବଲପୁର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ପାଇଁ ଜୋରସୋରରେ ଲାଗିପଡିଛନ୍ତି ସମସ୍ତ ଦଳ । ଏହା ମଧ୍ୟରେ ଆଜି ସମ୍ବଲପୁରରେ ଜନସଭାକୁ ସମ୍ବୋଧିତ କରିବା ବେଳେ ଏମିତି କିଛି ଭୁଲ ଭଟକା କଥା…

ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ରଙ୍କ ସହ ସାରଦା ଓ ରାକେଶ

ଭୁବନେଶ୍ବର: ବିଜେପିରୁ ବହିଷ୍କୃତ ହେଲେ ତିନି ବରିଷ୍ଠ ନେତା । ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ସହ ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବହିଷ୍କୃତ କରାଯାଇଥିବା ସୂଚନା ରହିଛି…

ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମିଳିପାରି ନାହିଁ: ଅମିତ ଶାହ

ରାଉରକେଲା: ଆବାସ ଯୋଜନାରେ ମୋଦୀ ସରକାର ଦେଶର ୪ କୋଟି ପରିବାରଙ୍କୁ ପକ୍କା ଘର ଦେଇଛନ୍ତି। ଏହି ଯୋଜନା  ଓଡ଼ିଶାରେ ଠିକ୍‌ ଭାବେ ବ୍ୟବହାର ହୋଇପାରି ନାହିଁ। ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରକୁ ପକ୍କା ଘର ମିଳିପାରି ନାହିଁ। ସେହିପରି…

ବିଜେଡି ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ : ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଏହି ସମୟରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ । ଏହା…

୫ ଘଣ୍ଟା ପରେ ବାରିପଦାରେ ଉଦ୍ଧାର ହେଲା କଲରାପତରିଆ ବାଘ

ବାରିପଦା: ବାରିପଦାରେ ବନବିଭାଗ ଓ ସ୍ଥାନୀୟ ପୁଲିସର ଦୀର୍ଘ ୫ ଘଣ୍ଟାର ଅପରେସନ୍ ପରେ ଟ୍ରାଙ୍କୁଲାଇଜ୍ କରି ବାଘଟିକୁ ଉଦ୍ଧାର କରାଯାଇଛି। ଏହା ଏକ କଲରାପତ୍ରିଆ ବାଘ ହୋଇଥିବା ବେଳେ ଏହା ପୁରୁଷ ବାଘ ବୋଲି ବନବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।…

ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକଙ୍କ ସହ ବହୁ ସମର୍ଥକ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନ ମଣ୍ଡଳୀର ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ପ୍ରୀତିରଞ୍ଜନ ସାହୁ ନିଜ ଶତାଧିକ ସମର୍ଥକଙ୍କ ସହ ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି…