୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୨୪ରେ ଅବପାତ

ଭୁବନେଶ୍ୱର : ରାଜ୍ୟବାସୀଙ୍କ ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,…

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ…

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ତେବେ ୫ ବର୍ଷ ପରେ ଦଳ ବିରୋଧୀ କାମ କରିଛି…

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ…

ନିର୍ବାଚନ କାର୍ଯ୍ୟକ୍ରମରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିଆଯିବ: ଜିଲ୍ଲାପାଳ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର (୬୪) ସଂରକ୍ଷିତ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରସ୍ତୁତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି କ୍ରମରେ ବୀରମହାରାଜପୁର କଲେଜ୍ ପଡ଼ିଆରେ ଚାଲିଥିବା ଟ୍ରାଇରନ୍ କାର୍ଯ୍ୟକ୍ରମରେ ଯୋଗଦେଇ ସେକ୍ଟର ଅଫିସର୍ ଓ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ନିଯୁକ୍ତି ହୋଇଥିବା ସମସ୍ତ…

ବିଜେପି-ବିଜେଡି ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ବ: ସଚିନ ପାଇଲଟ୍‌

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ସଚିନ୍‌ ପାଇଲଟ ଆଜି ରାଜ୍ୟ କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ନିର୍ବାଚନରେ କଂଗ୍ରେସ ଆଗୁଆ ଅଛି। ନିର୍ବାଚନରେ ମେଣ୍ଟ ପ୍ରାର୍ଥୀ ଆଗୁଆ ଅଛନ୍ତି।…

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ, ଦ୍ୱିତୀୟରେ ସୌମ୍ୟ

ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ…

ADR ରିପୋର୍ଟ: ୨ ପ୍ରାର୍ଥୀ ଆଦୌ ପାଠ ପଢ଼ିନାହାନ୍ତି

ଭୁବନେଶ୍ବର : ମେ’ ୨୫ ତାରିଖରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ମୌଦାନକୁ ଓହ୍ଲାଇଛନ୍ତି ୩୮୩ ଜଣ ପ୍ରାର୍ଥୀ। ସେମାନଙ୍କ ଭିତରୁ ଦୁଇ ଜଣ ପ୍ରାର୍ଥୀ ଜୀବନରେ ଆଦୌ ପାଠ ପଢ଼ିନାହାନ୍ତି। ସେମାନେ ହେଲେ ରେଢାଖୋଲର ସ୍ୱାଧୀନ ପ୍ରାର୍ଥୀ…

ଛତିଶଗଡ଼ ପୁଲିସକୁ ପୁଣି ସଫଳତା: ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସକୁ ମିଳିଛି ପୁଣି ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ବିଶେଷ ସୂତ୍ରରୁ ସୁକମା ପୁଲିସ ଖବର ପାଇଥିବା ଯେ ଏରୋବରା ଓ ପରାମପାଲୀ ଥାନା ଅଂଚଳରେ ନକ୍ସଲ ଗତିବିଧି ରହିଛି।…

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ

ଭୁବନେଶ୍ବର: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାମ୍ବାଦିକ ସମ୍ମିଳନୀରେ ଅଧିକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ୫ଟି ସଂସଦୀୟ କ୍ଷେତ୍ରର…