May 19, 2024

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟ ମତଦାନ ସରିଯାଇଛି | ଆସନ୍ତାକାଲି ଦ୍ଵିତୀୟ ପର୍ଯ୍ୟାୟ ମତଦାନ ହେବ | ଆଉ ଏହାରି ଭିତରେ ରାଜ୍ୟ ବିଜେପିର କାର୍ଯ୍ୟାଳୟରେ ପହଂଚି ଦଳର ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ରାଜ୍ୟ ବିଜେପିର…

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ…

ନିର୍ବାଚନ ଡ୍ୟୁଟିରେ ଯାଇଥିବା ପୋଲିଂ ଅଧିକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ବଲାଙ୍ଗୀର: ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ପଟୁଆପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଥିଲେ ଶୁସିଲ। ନିର୍ବାଚନ ଡ୍ୟୁଟି ପାଇଁ ଟିଟିଲାଗଡ ଯାଇଥିଲେ। ଟିଟିଲାଗଡ଼ରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର…

ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ

କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ…

ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ । ରବିବାର ପ୍ରେସମିଟ୍ କରି ବିଜେପି ନେତ୍ରୀ ଅପରାଜିତା ଷଡଙ୍ଗୀ ପ୍ରଥମେ ବିଜେଡି ଉପରେ ବର୍ଷିବା ପରେ, ଏହାର ପ୍ରତି ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ସସ୍ମିତ ପାତ୍ର ।…

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ…

ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ମେଗା ରୋଡ ସୋ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତାକାଲି ପୁଣିଥରେ ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ ।…

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଖୁବ ଶୀଘ୍ର ଓଡ଼ିଶାରେ କରିବ ପ୍ରବେଶ

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି କୋମରିନ-ମାଳଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେଉଛି । ପ୍ରଭାବରେ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ

ଭୁବନେଶ୍ୱର: ଆସନ୍ତାକାଲି ଦେଶରେ ପଞ୍ଚମ ଏବଂ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫…

ଆତଙ୍କବାଦୀଙ୍କ ଗୁଳିରେ ପୂର୍ବତନ ସରପଞ୍ଚ ମୃତ, ଦୁଇ ପର୍ଯ୍ୟଟକ ଆହତ

ଜମ୍ମୁ ଓ କଶ୍ମୀରର ଶୋପିଆନ ଓ ଅନନ୍ତନାଗ ଜିଲ୍ଲାରେ ଶନିବାର ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ମୃତ ସରପଞ୍ଚଙ୍କ ନାଁ ଏଜାଜ ଶେଖ।…