May 30, 2024

କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ

ନୂଆଦିଲ୍ଲୀ : ଦେଶରେ ଚାଲିଥିବା ଲୋକସଭା ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ଆସନ୍ତା ୧ ତାରିଖରେ ଓଡ଼ିଶା ସମେତ ଦେଶରେ ଶେଷ ପର୍ଯ୍ୟାୟ ମତଦାନ ହେବ। ଭୋଟ ଗ୍ରହଣ ପରେ ସବୁ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ…

ନିର୍ବାଚନ ନ ସରିବା ପୂର୍ବରୁ ଏକଜିଟ୍ ପୋଲ: ଘରୋଇ ଟିଭି ଚ୍ୟାନେଲ ବିରୋଧରେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନିର୍ବାଚନ କମିଶନ ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ…

ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ଅଶ୍ୱିନୀ ବୈଷ୍ଣବ, ଦେଲେ ତଥ୍ୟ

ଭୁବନେଶ୍ବର : ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ରେଳ ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଜି ବିଭିନ୍ନ ଛାପା ଗଣମାଧ୍ୟମରେ କେନ୍ଦ୍ର ସରକାର ଓଡ଼ିଶାକୁ ଉପେକ୍ଷା କରିଥିବା ନେଇ ବିଜ୍ଞାପନ ଦେଇଛି ବିଜେଡି। ତେବେ ଏହାର ସତ୍ୟତା କେତେ, ତାହା…

ନବୀନଙ୍କ ରୁମ୍‌ରୁ ଟେଲିଫୋନ୍‌ କଟାଯାଇଛି: ଧର୍ମେନ୍ଦ୍ର

ଭୁବନେଶ୍ବର : “ନବୀନ ନିବାସର ନବୀନ ପଟ୍ଟନାୟକଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ। ତାଙ୍କ ରୁମ୍‌ରେ ଡାଇରେକ୍ଟ ଟେଲିଫୋନ କନେକ୍ସନ ନାହିଁ। ନବୀନଙ୍କ ରୁମ୍‌ରେ ଯେଉଁ ଟିଭି ଅଛି, ସେଠି ଓଡ଼ିଆ ଚ୍ୟାନେଲ ନାହିଁ। କେବଳ ଇଂଲିଶ ନ୍ୟୁଜ ଚ୍ୟାନେଲ ତାଙ୍କ…

ଖାମ୍‌ରେ ହଜାରେ ଟଙ୍କା ଭର୍ତ୍ତି କରି ବାଣ୍ଟୁଥିବା ଅଭିଯୋଗ: ୨ ଗିରଫ

ମୟୂରଭଞ୍ଜ: ଜୁନ୍ ୧ରେ ଓଡ଼ିଶାର ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏପରିସ୍ଥଳେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଟଙ୍କା ବାଣ୍ଟୁଥିବା ବେଳେ ଦୁଇ ଜଣଙ୍କୁ ପୁଲିସ୍ ଧରିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ଗୋଧିମରା…

ପୁରୀ ବାଣ ବିସ୍ଫୋରଣ: ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ପୁର୍ବରୁ ଗୁରୁବାର ସକାଳେ ପୁରୀ…

ରାଉରକେଲା ସରକାରୀ ଡାକ୍ତରଖାନାରେ ୬ ଘଣ୍ଟାରେ ୧୦ ଜଣଙ୍କ ମୃତ୍ୟୁ

ରାଉରକେଲା : ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ସାଢ଼େ ଗୋଟାଏରୁ ୮ଟା ମଧ୍ୟରେ…

ଅସମ୍ଭାଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା; ୪୭ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ବର : ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା। ୪୭ ଡିଗ୍ରୀ ଛୁଇଁଲା ତାତି। ଆଜି ଝାରସୁଗୁଡ଼ା ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୭ ଡିଗ୍ରୀ ଛୁଇଁଛି। ଆଜି ୪୫ ଡିଗ୍ରୀ ଉପରେ ରାଜ୍ୟର ୯…

ପୁରୀ ବାଣ ବିସ୍ଫୋରଣ ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ଏହି ଘଟଣାରୋ ରାଷ୍ଟ୍ରପତି ଦ୍ରୌପଦୀ ମୁ୍ର୍ମୁ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ…

ବିଜେଡି ପୁଣି ସରକାର ଗଢିବ, ଲୋକସଭାରେ ଭଲ ପ୍ରଦର୍ଶନ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ସାଧାରଣ ନିର୍ବାଚନରେ ଶେଷ ପର୍ଯ୍ୟାୟ ମତଦାନ ପୂର୍ବରୁ ଫଳାଫଳକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଡ଼ ବୟାନ ଦେଇଛନ୍ତି। ଚଳିତ ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିବ। ଓଡ଼ିଶାରେ ପୁଣିଥରେ ବିଜେଡି ଦୃଢ ସରକାର ଗଢ଼ିବ। ଲୋକସଭା…