ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ

ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ…

ଆସନ୍ତା ୨୬ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ୨୬ ରୁ ବର୍ଷାର ପରିମାଣ ବଢିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି । ପାଣିପାଗ ବିଭାଗର…

ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ

ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ…

ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ।…

ଡିପଥେରିଆ-ଜଣ୍ଡିସ ରୋକିବା ପାଇଁ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମାଡିଲାଣି ଡିପଥେରିଆ, ଜଣ୍ଡିସ ଓ ଜାପାନିଜ ଏନସେଫାଲାଇଟିସ ରୋଗ । ଯାହାକି ଚିନ୍ତାର ବିଷୟ ପାଲଟିଛି। ରାଜ୍ୟର ଅନେକ ଜିଲ୍ଲାରେ ଏହି ରୋଗ ମାଡିଥିବା ବେଳେ ଅନେକଙ୍କ ଜୀବନ ଗଲାଣି । ଫଳରେ ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ନେଇ…

ଶପଥ ନେଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନିଟ୍‌ ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗ ପୂରା ଦେଶରେ ଝଡ଼ ସୃଷ୍ଟି କରିଛି। ବିରୋଧୀ ଏହାକୁ ପ୍ରସଙ୍ଗ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି। ଏହାରି ଭିତରେ ଆଜି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ…

ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ସାଂସଦଙ୍କ ବୈଠକ, ରାଜ୍ୟସଭାରେ ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ

ଭୁବନେଶ୍ୱର : ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ । ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଗୃହରେ ଉଠାଇବୁ । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କଲେ ସ୍ବର ଉତ୍ତୋଳନ କରିବୁ । ରାଜ୍ୟସଭାରେ ପ୍ରତିଟି ପ୍ରସଙ୍ଗକୁ ଶାଣିତ ଭାବେ ଉଠାଇବ ବିଜେଡି…

ନିଟ୍ ପେପର ଲିକ୍ ବିଜେପି ଜାଣିଶୁଣି କରିଛି: ଅଖିଳେଶ ଯାଦବ

ନୂଆଦିଲ୍ଲୀ: ଏସପି ନେତା ତଥା ପୂର୍ବତନ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଅଖିଳେଶ ଯାଦବ କହିଛନ୍ତି ଜାଣିଶୁଣି ପେପର୍ ଲିକ୍ ହେଉଛି। ଏହା ହେଉଛି ବିଜେପି ସରକାରଙ୍କ କାର୍ଯ୍ୟକାରିତାର ପ୍ରମାଣ। ଯଦି ଆମେ…

‘ଶ୍ରୀମନ୍ଦିର ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ, ଆରମ୍ଭ ହୋଇଛି ପ୍ରକ୍ରିୟା’

ଭୁବନେଶ୍ବର: ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲାଯାଇ ଗଣତି ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା ଆରମ୍ଭ ହୋଇଯାଇଛି ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତେବେ ଏହାକୁ କେଉଁ ଦିନ ଖୋଲାଯିବ ସେନେଇ…

କୌଣସି ଶକ୍ତି ସମ୍ବିଧାନକୁ ଛୁଇଁ ପାରିବନି: ରାହୁଲ ଗାନ୍ଧି

କଂଗ୍ରେସ ନେତା ରାହୁଲ ଗାନ୍ଧି ସମୋବାର ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି। ହେଲେ ଏହାକୁ ବିରୋଧୀ ମେଣ୍ଟ ଇଣ୍ଡିଆ କେବେ ହେଲେ ଗ୍ରହଣ କରିବ ନାହିଁ।…