ବିଚ୍ ରାସ୍ତାରେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା
ବିଚ୍ ରାସ୍ତାରେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା। ମଧ୍ୟପ୍ରଦେଶର ଇନ୍ଦୋରରେ ବିଜେପି ନେତା ମୋନୁ କଲ୍ୟାଣଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ହିଁ ଟଳି ପଡିଛନ୍ତି ବିଜେପି ନେତା। ମୋନୁ…
