ମା’ଙ୍କ ନାଁରେ ଲଗାନ୍ତୁ ଗଛ, ଅପିଲ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ସାଧାରଣ ନିର୍ବାଚନରେ ରେକର୍ଡ ମତଦାନ ପାଇଁ ବଧାଇ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନିଜ ମା’ଙ୍କୁ ମନେପକାଇବା ସହ ଜୀବନରେ ମା’ଙ୍କ…

ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି  l ଆଜି ଅପରାହ୍ଣରେ ଲୋକସେବା ଭାବନରେ ଶ୍ରୀ ଆହୁଜା ଅବସରଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ସେ…

ପଶ୍ଚିମବଙ୍ଗରେ ସରିଆ କୋର୍ଟ ଚାଲିଛି : ଭିଡିଓ ସେୟାର କରି ମମତାଙ୍କୁ ଟାର୍ଗେଟ୍ କଲେ ଅମିତ ମାଲବ୍ୟ

ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ଲୋକସଭା ନିର୍ବାଚନ ପରଠାରୁ ଭାରତୀୟ ଜନତା ପାର୍ଟି (ବିଜେପି) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ କରିଆସୁଛି। ଆଜି ବିଜେପି ଆଇଟି ସେଲ୍ ମୁଖ୍ୟ ଅମିତ ମାଲବ୍ୟ ତାଙ୍କ…

ପେପର୍ ମିଲ୍‌ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ବଲାଙ୍ଗିର: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍‌ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା। କୌଣସି ଏକ ରାସାୟନିକ ପଦାର୍ଥର…

ରୋହିତ-ବିରାଟଙ୍କୁ ଶୁଭେଚ୍ଛା, ସୂର୍ଯ୍ୟଙ୍କ କ୍ୟାଚ୍‌କୁ ପ୍ରଶଂସା: ଟିମ୍‌ ଇଣ୍ଡିଆ ସହ କଥା ହେଲେ ମୋଦି

ଟି-୨୦ ବିଶ୍ୱକପ୍‌ ଟାଇଟଲ ହାତେଇଛି ଟିମ୍‌ ଇଣ୍ଡିଆ। ବିଶ୍ୱକପ୍‌ ବିଜୟୀ ହେବା ପରେ ଭାରତୀୟ କ୍ରିକେଟ ଟିମ୍‌କୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍‌ରେ କଥା ହୋଇ ସମଗ୍ର ଦଳକୁ ବିଜୟ…

ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର । ରାୟଗଡା ସହରର ମଝିଘରିଆଣୀ ମନ୍ଦିର ନିକଟରେ  ଘଟିଯାଇଛି  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  ।  ସଡ଼କ ଦୁର୍ଘଟଣାରେ ୨ଜଣ ମୃତ୍ୟୁବରଣ କରିଛନ୍ତି  ।  ଅଟୋ ରିକ୍ସା ସହିତ ବାଇକ୍ ଧକ୍କାରେ…

କେଜ୍ରିୱାଲଙ୍କ ଗିରଫକୁ ନେଇ ବିରୋଧ କରିବେ ଇଣ୍ଡିଆ ମେଣ୍ଟର ନେତା: ସଂଞ୍ଜୟ ସିଂ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ସମ୍ପର୍କରେ ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ରବିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଇଣ୍ଡିଆ ମେଣ୍ଟରେ ଅନ୍ତର୍ଭୁକ୍ତ ଦଳର ନେତାମାନେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି…

ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ। ଯଦି…

ସେନା ଇତିହାସରେ ପ୍ରଥମ, ଦୁଇ କ୍ଲାସ୍‌ମେଟ୍‌ ସ୍ଥଳ ସେନା ଓ ନୌସେନା ମୁଖ୍ୟ

ଭାରତୀୟ ସୈନ୍ୟ ଇତିହାସରେ ପ୍ରଥମ। ସ୍ଥଳସେନା ଓ ନୌସେନା ମୁଖ୍ୟ ହେଲେ ଦୁଇ କ୍ଲାସ୍‌ମେଟ୍‌। ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତୀୟ ସେନାର ନୂତନ ମୁଖ୍ୟ ହୋଇଛନ୍ତି। ତାଙ୍କୁ ଜୁନ୍‌ ୩୦ ତଥା ଆଜି ଏହି ଦାୟିତ୍ୱ ଦିଆଯାଇଛି। ଏହାପୂର୍ବରୁ ଏହି…

ରାଜ୍ୟବାସୀ ଅକୁଣ୍ଠ ସମର୍ଥନ ଦେଇଥିବାରୁ କୃତଜ୍ଞ: ମନମୋହନ ସାମଲ

ଭୁବନେଶ୍ବର: ଶପଥ ସମାରୋହ ପରେ ପ୍ରଦର୍ଶନୀ ପଡ଼ିଆରେ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେଉଛି। ଏଥିରେ ସମସ୍ତ ୨୦ ବିଜେପି ସାଂସଦ ଓ ୭୮ ବିଧାୟକ ଉପସ୍ଥିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବିଜେପିକୁ ଭରସା କରିଥିବାରୁ ଧନ୍ୟବାଦ…