ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମିଳିଲା ଜାମିନ, କାଲି ଜେଲରୁ ବାହାରିବେ

ନୂଆଦିଲ୍ଲୀ : ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଆଜି ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ମନିଲଣ୍ତରିଂ ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ଚଳିତ…

ରୁଷ-ୟୁକ୍ରେନ ଯୁଦ୍ଧ ଅଟକାଇଦେଉଛ, ପ୍ରଶ୍ନପତ୍ର ଲିକ୍ ବନ୍ଦ କରିପାରୁନ ? ମୋଦୀଙ୍କୁ ରାହୁଲଙ୍କ ସମାଲୋଚନା

ନୂଆଦିଲ୍ଲୀ: ନିଟ୍ ୟୁଜି ୨୦୨୪ ଓ ୟୁଜିସି ନେଟ୍ ୨୦୨୪ ପରୀକ୍ଷାରେ ଅବ୍ୟବସ୍ଥାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହୁଛନ୍ତି ସେ ଇସ୍ରାଏଲ, ଗାଜା ଓ ରୁଷିଆ-ୟୁକ୍ରେନ ଯୁଦ୍ଧ ଅଟକାଇଦେଇଥିଲେ,…

ନିଟ ପ୍ରଶ୍ନପତ୍ର ଲିକ୍ ମାମଲା : ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ ଗଠନ କରାଯିବ, ଦୋଷୀଙ୍କୁ ଛଡ଼ାଯିବ ନାହିଁ : ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ନିଟ୍-ୟୁଜି ପରୀକ୍ଷାକୁ ନେଇ ହୋଇଥିବା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି ଯେ ଆମେ ଯେକୌଣସି ପ୍ରକାର ସଂସ୍କାର ପାଇଁ ପ୍ରସ୍ତୁତ। ପ୍ରଶ୍ନପତ୍ର ଲିକ୍…

ଉତ୍ତରାଖଣ୍ଡରେ ଜମି କିଣୁଥିବା ବାହାର ରାଜ୍ୟର ଲୋକଙ୍କୁ କରାଯିବ ଯାଞ୍ଚ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଗୁରୁବାର ଦିନ ଏକ ଉଚ୍ଚସ୍ତରୀୟ ବୈଠକ କରି ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଅପରାଧକୁ ନେଇ ସମୀକ୍ଷା କରିଛନ୍ତି | ଆଇନ ଶୃଙ୍ଖଳାକୁ କଡାକଡି ଭାବେ କାର୍ଯ୍ୟକାରୀ କରିବାକୁ ସେ ଅଧିକାରୀମାନଙ୍କୁ…

ବିଷାକ୍ତ ମଦ ନେଲା ୩୪ ଜୀବନ, ୧୦୦ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ: ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍‌ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଜିଲ୍ଲା କଲେକ୍ଟର ଏମଏସ ପ୍ରସନ୍ନ ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ ଏ…

ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନି : ଆଇନ ମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ ଚର୍ଚ୍ଚା…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ…

ବିଜେପିରେ ମିଶିଲେ କିରଣ ଚୌଧୁରୀ

ନୂଆଦିଲ୍ଲୀ: ହରିୟାଣାର ପାଞ୍ଚଥର ବିଧାୟକ କିରଣ ଚୌଧୁରୀ ଏବଂ ତାଙ୍କ ଝିଅ ଶୃତି ଚୌଧୁରୀ ବୁଧବାର (ଜୁନ୍ ୧୯) ରେ ବିଜେପିରେ ଯୋଗ ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପାଇଁ ଏହା ଏକ ବଡ ଝଟକା ବୋଲି ବିବେଚନା କରାଯାଉଛି।…

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ…

ଅସହ୍ୟ ଗରମ, ଗଲାଣି ୫୫୦ ହଜ୍‌ ଯାତ୍ରୀଙ୍କ ଜୀବନ

ଜୀବନ ନେଉଛି ଅସହ୍ୟ ଗରମ। ୫୦ ତଳକୁ ଖସୁନି ପାରଦ। ଫଳରେ ଏହା ଏବେ ହଜ୍ ଯାତ୍ରୀଙ୍କ ପାଇଁ କାଳ ସାଜିଛି। ସାଉଦି ଆରବରେ ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ୫୫୦ରୁ ଅଧିକ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇସାରିଲାଣି। ସୂଚନା…