ବିବାହ ମଣ୍ଡପ, ଶ୍ମଶାନ ଓ ହସ୍ପିଟାଲରେ ଆତ୍ମଘାତୀ ବିସ୍ଫୋରଣ, ୧୮ ମୃତ

ଚାଲିଥିଲା ବିବାହ। ବେଦିରେ ଥିଲେ ବର-କନ୍ୟା। ଚାରିଆଡେ ଅତିଥି ଓ ପରିବାର ଲୋକେ ମଧ୍ୟ ଏକାଠି ହୋଇଥିଲେ। ଠିକ୍‌ ଏତିକି ବେଳେ ହେଲା ଆତ୍ମଘାତୀ ବିସ୍ଫୋରଣ। ଆଖିପିଛୁଳାକେ ଖୁସିର ମୁହୂର୍ତ୍ତ ଶୋକରେ ପରିଣତ ହୋଇଗଲା। ଚାରିଆଡେ ବିଛାଡି ହୋଇ ପଡିଲା ମୃତଦେହ। କେବଳ…

‘କାଳିଆ, ବଳିଆ ଓ ସୁଭଦ୍ରା ସଦୃଶ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର: ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ବିଜେପି ସମ୍ବର୍ଦ୍ଧନା ସଭା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ…

ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ

ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇଲା ଭାରତ ବ୍ରିଜଟାଉନ : ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି । ବାର୍ବାଡୋସର ବ୍ରିଜଟାଉନଠାରେ ଶନିବାର ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି । ୧୭…

ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ, ୪ ମୃତ

ବିରୁଧୁନଗର: ତାମିଲନାଡୁର ଏକ ବାଣ କାରଖାନାରେ ବସ୍ଫୋରଣ ହୋଇଥିବା ଖବର ହସ୍ତଗତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଆହତ ହୋଇଥିବା ସୂଚନା ମିଳିଛି ବୋଲି ଶନିବାର ପୁଲିସ ପକ୍ଷରୁ ସୂଚନା…

ଖୁବଶୀଘ୍ର ଓଡିଶା ବିଧାନସଭା ହେବ ପେପରଲେସ୍

ଭୁବନେଶ୍ଵର: ଓଡ଼ିଶା ବିଧାନସଭାକୁ ପେପରଲେସ୍‌ କରାଯିବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବାଚସ୍ପତିଙ୍କ କହିବାନୁସାରେ, ବିଧାନସଭାକୁ ସଂପୂର୍ଣ୍ଣ କାଗଜମୁକ୍ତ କରିବାକୁ ଯୋଜନା କରାଯାଇଛି । ବିଧାନସଭାକୁ ପେପରଲେସ୍‌ କରିବାକୁ ନେଭା ଦାୟିତ୍ବ ନେଇଛି । ପୁରୁଣା…

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି  (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ଭେଟିଛନ୍ତି।  ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ…

ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍‌ର କିରାଣି

ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍‌ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍‌…

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି ପୁଲିସ୍

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍। ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ନେଇ ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନାରେ ଏତଲା ହୋଇଥିଲା। ପୁଲିସ ଏବେ ଏହି ମାମଲାରେ ତଦନ୍ତ…

ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ…

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା; ୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୧୪ ଦିନ ନ୍ୟାୟିକ ହେପାଜତକୁ ପଠାଯାଇଛି। CBI ତାଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ନେଇଛି। ତଦନ୍ତ ଏବଂ ନ୍ୟାୟର ସ୍ୱାର୍ଥ ପାଇଁ କେଜ୍ରିୱାଲଙ୍କୁ ରିମାଣ୍ଡରେ ନିଆଯାଇଥିବା…