କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ବର: କୃଷି ବିଭାଗ ଦାୟିତ୍ୱ ନେବା ପରେ କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ। ସେ କୃଷି ଭବନ ଯାଇ ବୁଲି ଦେଖିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟରେ କୃଷି କ୍ଷେତ୍ରରେ କିଭଳି ପ୍ରଗତି ହେବ,…

ଧର୍ମେନ୍ଦ୍ରଙ୍କୁ ହରିୟାଣା ଓ ଅଶ୍ୱିନୀଙ୍କୁ ମହାରାଷ୍ଟ୍ର ଦାୟିତ୍ୱ ଦେଲା ବିଜେପି

ସାଧାରଣ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ଏବେ ବିଭିନ୍ନ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ବିଜେପି। ଆଗାମୀ ଦିନରେ ମହାରାଷ୍ଟ୍ର, ଝାରଖଣ୍ଡ ଓ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ…

ଜୁନ୍‌ ୧୮ରେ ମିଳିବ ପିଏମ କିଶାନ, ‘ପିଏମ କିଶାନ ଉତ୍ସବ’ରେ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ରହିବେ ମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଶାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ୧୮ ଜୁନରେ କୃଷକଙ୍କ ଖାତାକୁ ଆସିବାକୁ ଯାଉଛି | ଉତ୍ତରପ୍ରଦେଶର ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବଣ୍ଟନ ଏହି କିସ୍ତି ପ୍ରଦାନ କରାଯିବ। ତେବେ ଏହି ୧୭ତମ କିସ୍ତି ବଣ୍ଟନ ଦିନଟିକୁ…

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର : କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର କ୍ରୀଡ଼ା ବ୍ୟବସ୍ଥା ଓ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି । ପୂର୍ବାହ୍ନ ୧୦ ଘଟିକା ସମୟରେ କ୍ରୀଡ଼ା ବିଭାଗ କମିଶନର ତଥା…

ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ପଶ୍ଚିମବଙ୍ଗ ନ୍ୟୁ ଜଲପାଇଗୁଡିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ବ୍ୟାପକ ରୂପେ କ୍ଷତିଗ୍ରସ୍ତ ହୋଇଛି। ତେବେ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା କହିଛନ୍ତି ରେଲୱେ ବୋର୍ଡ ଅଧ୍ୟକ୍ଷ। ‘ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ…

ବିଧାନସଭା ଜଗିବେ ୮ ପ୍ଲାଟୁନ୍‌ ଫୋର୍ସ, ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର: ବିଧାନସଭା ୩ ଦିନିଆ ଅଧିବେଶନ ପାଇଁ ଜାରି ହେବ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା। ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ। ଯାଞ୍ଚ ପରେ ଡିଜିପିଙ୍କ ପ୍ରତିକ୍ରିୟା ଆସିଛି। ଡିଜିପିଙ୍କ କହିବା ଅନୁଯାୟୀ ୩ ଦିନିଆ ଅଧିବେଶନ ପାଇଁ…

ମୋଦି-ପୋପ୍‌ ସାକ୍ଷାତକୁ ନେଇ ପରିହାସ, କ୍ଷମା ମାଗିଲା କଂଗ୍ରେସ

ଇଟାଲୀର ଆପୁଲିଆରେ ନିକଟରେ ଆୟୋଜିତ ହୋଇଥିଲା ଜି୭ ଶିଖର ସମ୍ମିଳନୀ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଗ ନେଇଥିଲେ। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀଙ୍କ ଠାରୁ ଆରମ୍ଭ ଅନେକ ବିଶ୍ୱ ନେତାଙ୍କ ସହ ତାଙ୍କର ସାକ୍ଷାତ ଉପରେ ସାରା ବିଶ୍ୱର ନଜର…

ଝାଡ଼ାବାନ୍ତିରେ ୧୧ ଯାତ୍ରା କଳାକାର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୀଳଗିରି: ଝାଡ଼ାବାନ୍ତିରେ ୧୧ ଯାତ୍ରା କଳାକାର ଅସୁସ୍ଥ। ସମସ୍ତେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି। ଧୋବଶିଳା ଗାଁରେ ରଜ ପାଇଁ ଯାତ୍ରା ପଡ଼ିଥିବା ବେଳେ ଏହି ଅଘଟଣ ଘଟିଛି। ତେବେ ଏଠାରେ ଝାଡ଼ାବାନ୍ତିର କାରଣ ଅସ୍ପଷ୍ଟ ଥିବା ବେଳେ ସମସ୍ତ…

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି : ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ ସବୁ କିଛି ଠିକ୍ କିନ୍ତୁ ଯଦି ଛୋଟିଆ ଅଘଟଣଟେ ଘଟି ଯାଉଛି ତେବେ ବଞ୍ଚିବା ଆମ ପାଇଁ ମୁସ୍କିଲ ହୋଇଯାଏ ।…

ଘାଟିରେ ପାହାଡ଼କୁ ପିଟିଲା ବସ୍‌; ୧୫ ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମଡ଼ା ନିକଟରେ ବସ୍ ଦୁର୍ଘଟଣା। ଘାଟିରେ ପାହାଡ଼କୁ ପିଟିଲା ରାଜ୍ୟ ସରକାର ବସ୍‌। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅଛନ୍ତି। ସମସ୍ତଙ୍କୁ ରାଉରକେଲା ଡାକ୍ତରଖାନାକୁ…