କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ପିଟିଲା ମାଲବାହୀ ଟ୍ରେନ୍

ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦ ଜଣ ଆହତ ହୋଇଥିବା କୁହାଯାଉଛି। ଜଣେ…

୧୨୭ ବର୍ଷ ବୟସରେ ଯୋଗକରି ବିଶ୍ବକୁ ବାର୍ତ୍ତା ଦେଲେ ଭାରତର ସବୁଠାରୁ ବୟସ୍କ ଯୋଗଗୁରୁ ପଦ୍ମଶ୍ରୀ ସ୍ୱାମୀ ଶିବାନନ୍ଦ

ନୂଆଦିଲ୍ଲୀ : ୧୨୭ ବର୍ଷ ବୟସରେ ଯୋଗ କରି ବିଶ୍ବକୁ ବାର୍ତ୍ତା ଦେଲେ ଭାରତର ସବୁଠାରୁ ବୟସ୍କ ଯୋଗଗୁରୁ ପଦ୍ମଶ୍ରୀ ସ୍ୱାମୀ ଶିବାନନ୍ଦ । ମୁମ୍ବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ୱାମୀ ଶିବାନନ୍ଦ ଯୋଗ କରିବା ସହ ଆସନ୍ତା ୨୧ ତାରିଖରେ…

ନବ ନିଯୁକ୍ତ ମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲା ପାଇକ ମହାସଂଘ

ଭୁବନେଶ୍ୱର : ନିଖିଳ ଓଡ଼ିଶା ପାଇକ ମହାସଂଘ ପକ୍ଷରୁ ନବନିଯୁକ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଗଡ଼ ଖୋର୍ଦ୍ଧାଠାରେ ଥିବା ପଞ୍ଚ ମହାରଥି ପାଇକଙ୍କ ପ୍ରତିମୂର୍ତ୍ତି ପାଖରେ ବୀର…

କୃଷକଙ୍କୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୋଗାଇଦେବା ଉପରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁତ୍ୱ

ପିପିଲି : କେନ୍ଦ୍ର ମତ୍ସ୍ୟ, ପଶୁସଂପଦ, ଗୋପାଳନ ଓ ପଞ୍ଚାୟତିରାଜ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂହ ବାଘେଲ ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ପରିଦର୍ଶନ କରିଥିଲେ। ଏହି…

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର : ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ ସରିଯିବା ଓ ଏଥିପାଇଁ ଟଙ୍କା ମାଗିବାରୁ ପ୍ରଥମେ ବଚସା ପରେ ଉତ୍‌କ୍ଷିପ୍ତ ହୋଇ…

ବ୍ରହ୍ମପୁର ସହରରେ ଡରାଇବାକୁ ଲାଗିଲାଣି ଡେଙ୍ଗୁ

ବ୍ରହ୍ମପୁର : ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ ମଶା…

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪ ମସିହା…

ଦଙ୍ଗା ବିଷୟରେ କାହିଁକି ପଢାଇବା ? – ଏନସିଇଆରଟି ମୁଖ୍ୟ

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ଶିକ୍ଷା ସଂସ୍ଥା ନ୍ୟାସନାଲ୍ କାଉନସିଲ୍ ଅଫ୍ ଏଜୁକେସନ୍ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ (ଏନସିଇଆରଟି) ନିକଟରେ ନିଜ ପାଠ୍ୟପୁସ୍ତକରେ ପରିବର୍ତ୍ତନ କରିଛି, ଯାହାକୁ ନେଇ ବିବାଦ ଆରମ୍ଭ ହୋଇଛି। ସେପଟେ ଏନସିଇଆରଟି ମୁଖ୍ୟ କହିଛନ୍ତି ଯେ ଘୃଣା ଓ…

ହରଭଙ୍ଗାରେ ଭୟାବହ ଅଗ୍ନିକାଣ୍ଡ: ବୃଦ୍ଧା ଅର୍ଦ୍ଧଦଗ୍ଧ, ଡାକ୍ତରଖାନାରେ ଭର୍ତ୍ତି

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ମଥୁରା ଗାଁରେ ମଧ୍ୟରାତ୍ରୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରାତିରେ ଘରେ ଜଣେ ୯୦ ବର୍ଷୀୟ ବୃଦ୍ଧା ଶୋଇଥିବା ସମୟରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି…

ପୂର୍ଣ୍ଣାଙ୍ଗ ବଜେଟ୍‌ରେ ନୂଆ ସରକାର ପାଇଁ କ’ଣ ରହିବ ଚ୍ୟାଲେଞ୍ଜ?

ଭୁବନେଶ୍ବର : ରାଜସ୍ୱ ବଳକା ରାଜ୍ୟ ଓଡ଼ିଶା, କିନ୍ତୁ ବିକାଶରେ ବହୁ ପଛୁଆ। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରରେ କେଉଁ କ୍ଷେତ୍ରକୁ ମିଳିବ ପ୍ରାଥମିକତା ? ସରକାରଙ୍କ ପାଇଁ କ’ଣ ରହିବ ବଡ଼ ଚ୍ୟାଲେଞ୍ଜ? ବିଶେଷଜ୍ଞଙ୍କ ମତରେ, କର୍ମ…