ସରକାରୀ ଚାକିରିଆଙ୍କୁ ଜୁନ୍ ୩୦ ଯାଏଁ ଛୁଟି ମନା

ଭୁବନେଶ୍ବର: ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଆସନ୍ତାକାଲି ଶପଥ ଗ୍ରହଣ ପୂର୍ବରୁ ଆସିଲା କିଛି ବଡ ନିର୍ଦ୍ଦେଶ । ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ…

ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ନେଇ ୧୯ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା

ଭୁବନେଶ୍ଵର: ରାଜ୍ୟରେ କାଳବୈଶାଖୀ ହେବା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ତେଣୁ ଏନେଇ ୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ। ଏହି ସମୟରେ ୩୦-୪୦…

ଅନ୍ତଃବସ୍ତ୍ରରେ ଲୁଚାଇ ନେଉଥିଲେ, ବାହାରିଲା ୩୩ କିଲୋ ସୁନା

ବିଦେଶରୁ ସୁନା ଚାଲାଣ କିଭଳି କରିବେ। କେବଳ ସତିକି ନୁହେଁ ସୁନା ଆଣିବା ବେଳେ କିଭଳି ବିମାନ ବନ୍ଦରରେ ଧରା ନ ପଡିବେ। ଏଥିପାଇଁ ନୂଆ ନୂଆ ଫଣ୍ଡା ଆପଣାଉଛନ୍ତି ଅପରାଧି। କିଏ ଟ୍ରଲି ଚକା ଭିତରେ ଲୁଚାଇ ଆଣିବାକୁ ଚେଷ୍ଟା…

ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ

ଭୁବନେଶ୍ୱର: ରାଜ୍ୟରେ ବିଜେଡିର ଶୋଚନୀୟ ପରାଜୟ ଘଟିଛି । ଏହି ପ୍ରରିପେକ୍ଷୀରେ ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ । ଭିକେ ପାଣ୍ଡିଆନ ହଜାର ହଜାର ଗାଁ ସାଥି ମାନଙ୍କ ଭବିଷ୍ୟତକୁ ଅନ୍ଧାରକୁ…

କେନ୍ଦ୍ରରେ 99% କୋଟିପତି ମନ୍ତ୍ରୀ

କେନ୍ଦ୍ର କ୍ୟାବିନେଟରେ ସାରା ଦେଶରୁ 72ଜଣ ନେତା ସ୍ଥାନ ପାଇଥିବାବେଳେ ଏଥିରୁ 99 ପ୍ରତିଶତ ହେଉଛନ୍ତି କୋଟିପତି। ଏମାନଙ୍କ ମଧ୍ୟରୁ 6ଜଣ 100 କୋଟିରୁ ଅଧିକ ସମ୍ପତ୍ତିର ମାଲିକ। ଏମାନଙ୍କ ଭିତରେ ସବୁଠାରୁ ଆଗରେ ଅଛନ୍ତି- ତେଲଗୁ ଦେଶମ ପାର୍ଟି ବା…

ପ୍ରେମିକାକୁ ହତ୍ୟା କରି ଥାନାରେ ଆତ୍ମ ସମର୍ପଣ କଲେ ପ୍ରେମିକ

ରାୟଗଡା : କୁହନ୍ତି ପ୍ରେମ ଅନ୍ଧ । କିନ୍ତୁ ଏହି ପ୍ରେମ ବେଳେବେଳେ ଏମିତି ରୂପ ନେଇଥାଏ ଯାହା ବିଷୟରେ ଆମେ ବର୍ଣ୍ଣନା କରିପାରିବୁନୁ । କେତେ ଭୟଙ୍କର ହୋଇଥାଏ ଏହି ପ୍ରେମର କରୁଣ ପରିଣତି । ନିକଟରେ ଏହି ପ୍ରେମକୁ ନେଇ…

ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହକୁ ଶ୍ରୀଜିଉଙ୍କୁ ଦିଆଗଲା ନିମନ୍ତ୍ରଣ

ପୁରୀ: ଓଡିଶାରେ ନୂଆ କରି ସରକାର ଗଢିବାକୁ ଯାଉଛି ବିଜେପି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ମହାପ୍ରଭୁଙ୍କୁ ନିମନ୍ତ୍ରଣ ପାଇଁ ପୁରୀରେ ପହଞ୍ଚି ଏହି ନିମନ୍ତ୍ରଣ ପତ୍ର ଦେଇଛନ୍ତି ବିଜେପିର ନବ ନିର୍ବାଚିତ ବିଧାୟକଙ୍କ ଏକ…

NEET କାଉନସେଲିଂ ଉପରେ ଲାଗିବନି ରୋକ୍‌, NTAକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

NEET UG ୨୦୨୪ ପରୀକ୍ଷାର ରେଜଲ୍ଟକୁ ନେଇ ଜାରି ରହିଛି ବିବାଦ। ଏହାରି ଭିତରେ NEET କାଉନସେଲିଂ ଉପରେ ରୋକ୍‌ ଲାଗିବନି ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। କେବଳ ସେତିକି ନୁହେଁ ଏହି ପରୀକ୍ଷାକୁ ରଦ୍ଦ ମଧ୍ୟ କରାଯିବ ନାହିଁ ବୋଲି…

ନକଲି ମାଟ୍ରିକ ସାର୍ଟିଫିକେଟ ରାକେଟ୍‌, ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

କୋରାପୁଟ: ନକଲି ମାଟ୍ରିକ ସାର୍ଟିଫିକେଟ ରାକେଟ୍‌କୁ ରୋକ୍ ଲଗାଇବାରେ ସଫଳ ହେଲା ଓଡ଼ିଶା କ୍ରାଇମ ବ୍ରାଞ୍ଚ ଟିମ। ଜାଲ ସାର୍ଟିଫିକଟ ଦେଇ ଚାକିରି କରିବା ଅଭିଯୋଗେର ଗିରଫ ହେଲେ ଆଉ ଜଣେ ବ୍ୟକ୍ତି। କୋରାପୁଟ ଗ୍ରାମୀଣ ଡାକ ସେବକ ଚାକିରି କରୁଥିବା…

୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ବର: ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି…