ଯେତେ ଶୀଘ୍ର ଜଣେ ଉପରକୁ ଉଠିବ, ସେତେଶୀଘ୍ର ଖସିବ: ଅମର ଶତପଥୀ
ଭୁବନେଶ୍ୱର: ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ବିଜେଡି ଭିତରେ ନେତାଙ୍କ ବିରୋଧ ଥମିବାର ନାମ ନେଉନାହିଁ | ବିଜେଡିର ପରାଜୟ ପରେ ଏବେ ବିଜେଡି ନେତା ଅମର ଶତପଥୀ କହିଛନ୍ତି ଯେ ପାଣ୍ଡିଆନ କେବେ ରାଜନୀତିରେ ନଥିଲେ। ହଠାତ୍…