ଖଇରା ଅଞ୍ଚଳରେ ବାଘ ଆତଙ୍କ, ଆକ୍ରମଣରେ ୪ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ଖଇରା: ବାଲେଶ୍ବର ଜିଲ୍ଲା ଖଇରା ଅଞ୍ଚଳରେ ବାଘ ଆତଙ୍କ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବାଘ ଆକ୍ରମଣରେ ୪ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି। ଶନିବାର ମଧ୍ୟାହ୍ନ ୧୨ଟା ସମୟରେ ଖଇରା ବଜାର ନିକଟସ୍ଥ ଗଡ଼ ଗ୍ରାମରେ କଲରା ପତରିଆ…

ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତୀୟ ସିନେମା, ପ୍ରିଣ୍ଟ, ଟେଲିଭିଜନ ଏବଂ ଡିଜିଟାଲ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ତଥା ଈନାଡୁ, ଈଟିଭି ଏବଂ ଈଟିଭି ଭାରତ ଭଳି ପ୍ରମୁଖ ମିଡିଆର ପ୍ରତିଷ୍ଠାତା ରାମୋଜୀ ରାଓ ଆଉ ନାହାନ୍ତି। ଶନିବାର ଭୋର ସମୟରେ ହାଇଦ୍ରାବାଦଠାରେ…

ପଢାପଢି କରି ସଂସଦକୁ ଯିବ, ନିଜ ସାଂସଦମାନଙ୍କୁ ଏହି ପରାମର୍ଶ ଦେଲେ ଅଖିଳେଶ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ​​ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶରେ ଚମତ୍କାର ପ୍ରଦର୍ଶନ କରି ୩୭ଟି ଆସନ ଜିତିଛି। ନିର୍ବାଚନ ଫଳାଫଳ ପରେ ସମାଜବାଦୀ ପାର୍ଟିର ନବ ନିର୍ବାଚିତ ସାଂସଦଙ୍କ ବୈଠକରେ ଦଳର ମୁଖ୍ୟ ଅଖିଳେଶ ଯାଦବ ସାଂସଦମାନଙ୍କୁ ପରାମର୍ଶ ଦେଇଥିଲେ। ଏହି…

ରାଜ୍ୟରେ ବିଜେପି କରିବ ସରକାର; କେଉଁମାନେ ହେବେ ମନ୍ତ୍ରୀ, କାହା ନାଁକୁ ନେଇ ଚାଲିଛି ଆଲୋଚନା

ଭୁବନେଶ୍ବର : ରାଜ୍ୟରେ ସରକାର ଗଠନ କରିବ ବିଜେପି। ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ, ତାକୁ ନେଇ ଜୋରସୋର ଚର୍ଚ୍ଚା ଚାଲିଛି। ସେହିପରି କେଉଁମାନଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ, ତାକୁ ନେଇ ମଧ୍ୟ ସାରା ରାଜ୍ୟରେ ଚାଲିଛି ଆଲୋଚନା। କିନ୍ତୁ ଦଳ…

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର : ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ରହିଛି। ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ…

ମୋଦିଙ୍କ ଶପଥ ପାଠ ଉତ୍ସବ ପାଇଁ ହାଇଆଲର୍ଟରେ ଦିଲ୍ଲୀ

ନୂଆଦିଲ୍ଲୀ : ଆସନ୍ତାକାଲି ନରେନ୍ଦ୍ର ମୋଦିଙ୍କ ଶପଥପାଠ କାର୍ଯ୍ୟକ୍ରମ ପାଇଁ ଆଜି ଠାରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମୋଦି ଆସନ୍ତାକାଲି ସନ୍ଧ୍ୟା ୭.୧୫ରେ କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ଅନେକ…

ଡାକ୍ତର ଅମ୍ଲାନ ଭୋଇଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କଲା ପୁଲିସ

ମାଲକାନଗିରି: କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅମ୍ଲାନ ଭୋଇକୁ ପୁଲିସ ଉଦ୍ଧାର କରି ଆଜି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଏସପି ନୀତିଶ ବାଧୱାନୀ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ଗତ ୨ ତାରିଖ ସାଢେ ୯ଟାରେ କାଲିମେଳା…

ଲାଗିଲା ଲାଇଟ୍‌, ଆଲୋକମାଳାରେ ପୁଣି ଝଲସିଲା ଶ୍ରୀମନ୍ଦିର

ପୁରୀ: ସାଧାରଣ ନିର୍ବାଚନ-୨୦୨୪ର ଫଳ ଗତ ୪ ତାରିଖ ସନ୍ଧ୍ୟାରେ ଆସିବା ପରେ ଅନ୍ଧାରରେ ଥିବା ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିରର ବାହାର ପାର୍ଶ୍ବ ଆଜି ସଂଧ୍ୟା ପରଠାରୁ ଆଲୋକମାଳାରେ ପୁଣି ଝଲସି ଉଠିଛି। ଶ୍ରୀମନ୍ଦିର ଚର୍ତୁପାର୍ଶ୍ବରୁ ଅନ୍ଧାର ହଟି ଆଲୋକିତ ହୋଇଛି।…

ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେନି ମମତା

କୋଲକାତା: ବିଜେପି ଓ ଟିଏମସି ମଧ୍ୟରେ ଚାଲିଥିବା ବିବାଦ କମିବାର ନାଁ ନେଉନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଶନିବାର ସ୍ପଷ୍ଟ କରିଛନ୍ତି ଯେ ରବିବାର ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ସେ ଏବଂ ତାଙ୍କ…

ବିଚ୍‌ ରାସ୍ତାରେ ଯୁବତୀଙ୍କ ବେକ କାଟି ଆତ୍ମହତ୍ୟା କଲେ ପ୍ରେମିକ

ଦେବଗଡ଼ : ଫେସ୍‌ବୁକ୍‌ରେ ଏକ ତରଫା ପ୍ରେମ କରୁଥିଲେ। ହେଲେ ଏଥିରେ ରାଜି ନହେବାରୁ ବିଚ୍‌ ରାସ୍ତାରେ ଯୁବତୀଙ୍କ ବେକ କାଟି ଦେଲେ ପ୍ରେମିକ। ପରେ ନିଜ ବେକ କାଟି ଆତ୍ମହତ୍ୟା କଟିଲେ ପ୍ରେମିକ। ଆଜି ଅପରାହ୍ନରେ ଏପରି ବୀଭତ୍ସ ଓ…