June 2024

ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଆଇଏଏସ ସୁଜାତା ସୁଜାତା କାର୍ତ୍ତିକେୟନ ୬ ମାସ ଛୁଟିରେ ଗଲେ । ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଯାଇଛନ୍ତି ବିଜେଡିର ନମ୍ବର ଟୁ ନେତା ଭି,କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ…

‘ଆଗାମୀ ଦିନରେ ଓଡ଼ିଶା ସଶକ୍ତ ଏବଂ ଉନ୍ନତ ରାଜ୍ୟ ହେବ’

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଆଜି ପୂର୍ବାହ୍ନରେ ରାଜ୍ୟପାଳ ରଘୁବର ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏଥିସହ ମା’ ବିମଳା, ଲକ୍ଷ୍ମୀ…

ଲୋକସଭାରେ କଂଗ୍ରେସ ଆସନ ସଂଖ୍ୟା ୧୦୦ ଛୁଇଁଲା!

ଚଳିତ ଲୋକସଭା ନିର୍ବାଚନରେ କଂଗ୍ରେସ ଦମଦାର ପ୍ରଦର୍ଶନ କରିଥିଲେ ହେଁ ୧୦୦ ଆସନ ଛୁଇଁ ପାରି ନଥିଲା। ମଙ୍ଗଳବାର ଘୋଷଣା ହୋଇଥିବା ଫଳାଫଳ ଅନୁସାରେ କଂଗ୍ରେସ ଏକାକୀ ଦେଶରେ ୯୯ଟି ଆସନ ଜିତିଛି। ଆଗାମୀ ୧୦ ବର୍ଷ ମଧ୍ୟରେ ବି କଂଗ୍ରେସ…

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା ଦଳ । ଦଳ ବିରୋଧି କାର୍ଯ୍ୟ ପାଇଁ ପିସିସି…

ମହାକାଶରେ ପହଞ୍ଚି ଖୁସିରେ ନାଚିବା ପରେ ସୁନୀତାଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ତାଙ୍କ କ୍ରୁମେଟ ବଚ୍ ୱିଲମୋରଙ୍କ ସହିତ ମହାକାଶ ଯାତ୍ରା କରିଛନ୍ତି। ବୋଇଂ ଷ୍ଟାରଲାଇନର ମହାକାଶ ଯାନ ଦ୍ବାରା ଗୁରୁବାର ସୁନୀତା ଏବଂ ତାଙ୍କ ସହ ପାଇଲଟ୍‌‌ ବଚ୍‌‌ ୱିଲମୋର୍‌‌ ମହାକାଶରେ ସଫଳତା ସହ…

ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ କେବେ ହେଲେ ଛାଡ଼ିବିନି କହିଲେ ନୀତୀଶ କୁମାର

ପଲଟୁରାମ ବା ସବୁବେଳେ ପଟ ପରିବର୍ତ୍ତନ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଷ କୁମାର ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ବଡ଼ କଥା କହିଛନ୍ତି। ସାଧାରଣ ନିର୍ବାଚନରେ ବିଜେପିକୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ମିଳି ନଥିବାରୁ ଜେଡିୟୁ…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ…

NDA ବୈଠକରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଓଡ଼ିଶା ଦେଶର ବିକାଶ କ୍ଷେତ୍ରରେ…

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ୍ ଫର୍ମ। ଛାତ୍ରଛାତ୍ରୀ www.samsodisha.gov.in ଏହି ୱେବସାଇଟକୁ ଯାଇ ଆବେଦନ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…