‘ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ’
ଭୁବନେଶ୍ବର: ଚଳିତ ଥର ନିର୍ବାଚନରେ ଦେଖିବାକୁ ମିଳିଛି ବଡ ପରିବର୍ତନ । ଯାହା ସମସ୍ତଙ୍କୁ ଚମକାଇ ଦେଇଛି । ରାଜ୍ୟରେ ବିଜେପିକୁ ମିଳିଛି ବଡ଼ ବିଜୟ । ଓଡ଼ିଶାରେ ବିଜେପିକୁ ସ୍ପଷ୍ଟ ବହୁମତ। ସେପଟେ ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ …