ମହାନଦୀ ସେତୁ ଭିତରକୁ ଛିଟିକି ପଡିଲା ଡିଜେଲ ବୋଝେଇ ଟ୍ରକ

ସୋନପୁର : ସୋନପୁର ମହାନଦୀ ସେତୁ ଉପରେ ଡିଜେଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଚାଳକ । ଗତକାଲି ବିଳମ୍ବିତ ରାତିରେ ଟିଟିଲାଗଡରୁ ସମ୍ବଲପୁରକୁ ଡିଜେଲ ବୋଝେଇ ଟ୍ରକ ଯାଉଥିବାବେଳେ ଟ୍ରକ ସମ୍ମୁଖ ଭାଗର ୨ଟି ଚକା ଫାଟି ଯାଇଥିଲା…

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ ।…

କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଜୟ ଶୋଭାଯାତ୍ରା

କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଜିତିବା ପରେ ବୈଜୟନ୍ତ ପଣ୍ଡା ବିଜୟ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରର ଦୁହୁରିଆ ଠାରୁ ବାହାରି ୨୦ କିଲୋମିଟର ପଥ ଅତିକ୍ରମ କରି ବଳଦେବଜୀଉଙ୍କ ମନ୍ଦିର ଇଚ୍ଛାପୁର ଠାରେ ଶେଷ ହେବ। ଏହି ଶୋଭାଯାତ୍ରାରେ…

ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ ସରକାର ଗଠନ ପାଇଁ ସେ ଆଜି ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରି ଦେଇଛନ୍ତି। ଦେଶର ଲୋକସଭା ନିର୍ବାଚନର ଫଳାଫଳ ଆସି ସାରିଛି। ନିର୍ବାଚନ…

୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ । ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା…

ଶେଷ କ୍ୟାବିନେଟ ବୈଠକରେ ବଡ଼ କଥା କହିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଚଳିତ କାର୍ଯ୍ୟକାଳର ଶେଷ କ୍ୟାବିନେଟ ବୈଠକର ଆଜି ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ସେ ନିଜର ମନ୍ତ୍ରୀମାନଙ୍କୁ ବଡ଼ କଥା କହିଛନ୍ତି। ବିଜୟ ଓ ପରାଜୟ ରାଜନୀତିର ଅଂଶବିଶେଷ ବୋଲି ମୋଦି ମତ ରଖିଛନ୍ତି। ବିଜେପି…

ଗାଧେଇବାକୁ ଯାଇଥିବା ସମୟରେ ଭିଡିନେଲା କୁମ୍ଭୀର

ଆଳି : ପୁଣି ମାତିଲା ମଣିଷଖିଆ କୁମ୍ଭୀର । କିଛି ଦିନର ନିରବତା ପରେ ଦେଖିବାକୁ ମିଳିଛି କୁମ୍ଭୀରର ଆତଙ୍କ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କାଟଣାବଣିଆ ପଂଚାୟତର ସିଙ୍ଗିଡ଼ି ଗାଁରେ ଘଟିଛି ଏକ ଅଭାବନୀ ଘଟଣା । ସୂଚନା…

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି, ୧୨ ଜଣ ଚିକିତ୍ସାଧୀନ

ପୁରୀ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି ପାଇଥିବା ବେଳେ ୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ନେଇ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୪ ଲକ୍ଷ…

ଜୁନ୍‌ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

ଦେଶରେ ଏଥର ମୋଦି-୩.୦। ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି। ସେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ଜୁନ୍‌ ୮ ତାରିଖ ସନ୍ଧ୍ୟାରେ ସେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ…

ନିଖୋଜ ଡାକ୍ତର ଅମ୍ଳାନ ଭୋଇ କର୍ଣ୍ଣାଟକରୁ ଠାବ

ମାଲକାନଗିରି: ନିଖୋଜ ଡାକ୍ତର ଅମ୍ଳାନ ଭୋଇ ଠାବ। କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ ଭୋଇ ଠାବ ହୋଇଛନ୍ତି। କର୍ଣ୍ଣାଟକରୁ ଡାକ୍ତରଙ୍କୁ ଠାବ କଲା କାଲିମେଳା ପୋଲିସ। ଗତ କିଛି ତଳେ ନିଖୋଜ ହୋଇଥିଲେ ଡାକ୍ତର। ଥାନାରେ ଏତଲା ଦେଇଥିଲେ ମେଡିକାଲ…