ନୟାଗଡ ବିଜେଡି ପ୍ରାର୍ଥୀ ଅରୁଣ ସାହୁଙ୍କ ବିଜୟ

ନୟାଗଡ: ନୟାଗଡର ନିଜର ବଜାୟ ଜାରି ରଖିଲା ବିଜେଡି । ବିଜେଡି ପ୍ରାର୍ଥୀ ଅରୁଣ ସାହୁ ନୟାଗଡରେ ବିଜୟଲାଭ କରିଛନ୍ତି । ୮୧,୪୭୦ ଭୋଟ ପାଇ ସେ ବିଜେପି ପ୍ରର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ତେବେ ସେଠାରେ ଦୁହିଁଙ୍କ…

ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ, ଗାନ୍ଧିନଗରରୁ ଅମିତ ଶାହଙ୍କ ରେକର୍ଡ ବିଜୟ

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ । ୨୦୧୪ ଓ ୨୦୧୯ରେ ମୋଦି ଏହି ଆସନରୁ ଏକତରଫା ଭାବେ ବିଜୟୀ ହୋଇଥିଲେ । କିନ୍ତୁ ଏଥର ତାଙ୍କୁ କଂଗ୍ରେସର ଅଜୟ ରାୟ କଡ଼ା ଟକ୍କର ଦେଇଥିଲେ । ମୋଦି…

ଖୋର୍ଦ୍ଧା ଆସନରୁ ବିଜୟୀ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଖୋର୍ଦ୍ଧାରୁ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହେଇଛନ୍ତି । ରାଜେନ୍ଦ୍ର କୁମାରଙ୍କୁ ୮ ହଜାର ୫୯୮ ଭୋଟରେ ପରାସ୍ତ କରିଛନ୍ତି ପ୍ରଶାନ୍ତ । ପ୍ରଶାନ୍ତ…

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି  । ଏହାରି ଭିତରେ ଫୁଲବାଣୀର ବିଜେପି  ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି । ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍…

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫…

ନିମାପଡ଼ାରେ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡା

ନିମାପଡା: ଶେଷରେ ବିଜେଡି ସୁପ୍ରିମୋଙ୍କ ସବୁ ରଣନୀତି ନିମାପଡ଼ାରେ ଫେଲ ମାରିଲା | ମୋଦୀଙ୍କ ହାୱା ସହ ସମୀର ଦାଶଙ୍କୁ ଅଣଦେଖା ବିଜେଡି ପାଇଁ ଘାତକ ସାବ୍ୟସ୍ତ ହୋଇଛି | ସେହିପରି ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ବି ପରାଜୟର…

ପିପିଲି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ବିଜୟ

ପିପିଲି/ଡେଲାଙ୍ଗ: ପୁରୀ ଜିଲ୍ଲାର ପିପିଲିରେ ବିଜେଡି ଯୁଗର ଅବଶାନ, ଫୁଟିଲା ପଦ୍ମ । ବିଜେପିର ଗଡ ଭାବେ ପରିଚତ ପିପିଲି ଓ ଡେଲାଙ୍ଗ ନିର୍ବାଚନମଣ୍ଡଳୀରେ ବିଜେପିର ବିଜୟ ହୋଇଛି । ବିଜେଡି ପ୍ରାର୍ଥୀ ତଥା ଦିବଙ୍ଗତ ବିଜେଡି ନତା ପ୍ରଦୀପ ମହାରଥୀଙ୍କ…

ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ

ପାଟକୁରା: ବିଜେଡିର ଗଡ ଭାବେ ପରିଚିତ ପାଟକୁରା ନିଜର ସ୍ଥିତି ବଜାୟ ରଖିଛି । ଏଥର ବି ଶଙ୍ଖନାଦ । ବିଜେଡିରୁ ପ୍ରାର୍ଥୀ ହୋଇଥିବା ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ ହୋଇଛନ୍ତି । କେନ୍ଦ୍ରାପଡାର ଟାଣୁଆ ତଥା ବରିଷ୍ଠ ନେତା ବିଜୟ…

ବିଞ୍ଝାରପୁରରୁ ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ଓ ବରୀରୁ ବିଶ୍ବରଂଜନ ମଲ୍ଲିକ ବିଜୟୀ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବିଜେଡିର ବିଜୟ । ବିଞ୍ଝାରପୁର ବିଧାନସଭା ଆସନରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ । ସେହିପରି ବରୀରୁ ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକ ବିଜୟୀ ହୋଇଛନ୍ତି । ୫୨ ହଜାର ଭୋଟ୍‌ ରେ…

ବରଗଡ ବିଧାନସଭା ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀଙ୍କ ବିଜୟ

ବରଗଡ: ବରଗଡ ବିଧାନସଭା ଜିତିଲା ବିଜେପି । ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀ ୪, ୭୭୨ ଭୋଟରେ ବିଜେଡିକୁ ପରାସ୍ତ କଲେ । ବିଜେଡିର ଦେବେଶ ଆଚାର୍ଯ୍ୟଙ୍କୁ ହରାଇଛନ୍ତି ଅଶ୍ବିନୀ । ଏବେ ଓଡିଶାରେ ଚାଲିଛି ବିଜେପି ଲହର । କାମ…