ବ୍ରହ୍ମୋସ ଏରୋସ୍ପେସର ଜଣେ ପୂର୍ବତନ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମୋସ ଏରୋସ୍ପେସର ଜଣେ ପୂର୍ବତନ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କୋର୍ଟ। ପାକିସ୍ତାନର ଗୁପ୍ତଚର ଏଜେନ୍ସି ISIକୁ ଗୁପ୍ତ ସୂଚନା ଦେଇଥିବା ଅଭିଯୋଗରେ ନାଗପୁର ଜିଲ୍ଲା କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି। ଏହା ବାଦ୍ ଅଗ୍ରୱାଲଙ୍କୁ ୧୪ ବର୍ଷର…