ଆତ୍ମସମର୍ପଣ କଲେ କେଜ୍ରିୱାଲ, କହିଲେ ଜେଲରୁ ଥାଇ ଦଳ କଥା ବୁଝିବି
ନୂଆଦିଲ୍ଲୀ : ଅନ୍ତରୀଣ ଜାମିନ କଣ୍ଟ ପୂରିବା ପରେ ତିହାର ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି କେଜ୍ରିୱାଲ ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଜେଲ ନିୟମ ଅନୁସାରେ…