ଜୁନ ୪ ନୁହେଁ, ଜୁନ ୨ରେ ସିକ୍କିମ ଓ ଅରୁଣାଚଳ ବିଧାନସଭା ନିର୍ବାଚନ ରେଜଲ୍ଟ ପ୍ରକାଶ ପାଇବ
ନୂଆଦିଲ୍ଲୀ : ଆଜି ଦେଶରେ ଶେଷ ହୋଇଛି ସାଧାରଣ ନିର୍ବାଚନ। ଆସନ୍ତା ୪ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଦେଶର ୫୪୩ ଲୋକସଭା ଆସନ ସହ ଓଡ଼ିଶା, ଆନ୍ଧ୍ର, ସିକ୍କିମ ଓ ଅରୁଣାଚଳ ପ୍ରଦେଶ ବିଧାନସଭା ଆସନ…
ନୂଆଦିଲ୍ଲୀ : ଆଜି ଦେଶରେ ଶେଷ ହୋଇଛି ସାଧାରଣ ନିର୍ବାଚନ। ଆସନ୍ତା ୪ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଦେଶର ୫୪୩ ଲୋକସଭା ଆସନ ସହ ଓଡ଼ିଶା, ଆନ୍ଧ୍ର, ସିକ୍କିମ ଓ ଅରୁଣାଚଳ ପ୍ରଦେଶ ବିଧାନସଭା ଆସନ…
ନୂଆଦିଲ୍ଲୀ : ଶେଷ ହୋଇଛି ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ। ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ମୋଟ ୭ଟି ପର୍ଯ୍ୟାୟରେ ଭୋଟିଂ କରି ଦେଶର ଜନତା ଆସନ୍ତା ୫…
ବିଶାଖାପାଟଣା : ଆନ୍ଧ୍ରପ୍ରଦେଶ ତିରୁପତି ନିକଟ ଏରପାଡୁ ମଣ୍ଡଳର ଚିନ୍ତାଲାପାଲେମ ଠାରେ ଥିବା ସିଏମଆର ଇକୋ ଆଲୁମିନିୟମ ପ୍ରାଇଭେଟ ଲିମିଟେଡ କମ୍ପାନୀରେ ବିଷାକ୍ତ ଗ୍ୟାସ ଲିକ ହୋଇଛି। ଏହି ଘଟଣା ପ୍ରାୟ ଦିନ ୧.୩୦ ମିନିଟ ସମୟରେ ଘଟିଛି। ବିଷାକ୍ତ ଗ୍ୟାସ୍…
ନୂଆଦିଲ୍ଲୀ : ୪୫ ଡିଗ୍ରୀ ସେଲସିୟସରୁ ଊର୍ଦ୍ଧ୍ୱ ତାପମାତ୍ରାରେ ସିଝୁଛି ଅଧା ଭାରତ। ହିଟ୍ ୱେଭ୍ କାରଣରୁ ଦେଶରେ ମୃତ୍ୟୁସଂଖ୍ୟା ୮୭ରେ ପହଞ୍ଚିଛି। ଗୋଟିଏ ଦିନରେ ଉତ୍ତର ପ୍ରଦେଶରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବିହାରରେ ପାଞ୍ଚ ଜଣ, ରାଜସ୍ଥାନ…
ଗୌହାଟୀ : ନିଶା ଦ୍ରବ୍ୟ ଚୋରା ଚାଲାଣର ପର୍ଦ୍ଦାଫାସ ହୋଇଛି। ଆସାମ ରାଇଫଲର ଯବାନମାନେ ବେଆଇନ ଚାଲାଣର ପର୍ଦ୍ଦାଫାସ କରି ୩ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୧.୩୮୭ କେଜିର ହେରୋଇନ ମିଳିଛି। ଏହାର ବଜାର ମୂଲ୍ୟ ୯.୭୦ କୋଟି…
ନୂଆଦିଲ୍ଲୀ: ଦେଶର ସର୍ବବୃହତ ଅର୍ଦ୍ଧସାମରିକ ବାହିନୀର କିଛି ମହିଳା ଯବାନଙ୍କ ଦ୍ୱାରା ସିଆରପିଏଫ ଡିଆଇଜିଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ଅଭିଯୋଗରେ କେନ୍ଦ୍ର ସରକାର ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ସେଣ୍ଟ୍ରାଲ ରିଜର୍ଭ ପୁଲିସ ଫୋର୍ସ (ସିଆରପିଏଫ)ର ଡେପୁଟି ଇନ୍ସପେକ୍ଟର ଜେନେରାଲ…
ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟ ସୁପ୍ରିମ୍କୋର୍ଟ ଏହାର ଲିଙ୍ଗଗତ ସମ୍ବେଦନଶୀଳତା ଏବଂ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ପୁନର୍ଗଠନ କରିଛନ୍ତି। ସୁପ୍ରିମ୍କୋର୍ଟ (ନିବାରଣ, ନିଷେଧ ଓ ସମାଧାନ) ନିୟମାବଳୀ, ୨୦୧୩ରେ ମହିଳାଙ୍କ ଲିଙ୍ଗଗତ ସମ୍ବେଦନଶୀଳତା ଏବଂ ଯୌନ ଉତ୍ପୀଡ଼ନର ଧାରା ୪(୨) ଦ୍ୱାରା ପ୍ରଦତ୍ତ…
କନ୍ୟାକୁମାରୀ : ଶେଷ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧ୍ୟାନ। ନିର୍ବାଚନ ପ୍ରଚାର ଶେଷ ହେବା ପରେ ଅର୍ଥାତ ମେ’ ୩୦ ବିଳମ୍ବିତ ସନ୍ଧ୍ୟାରୁ ମୋଦି କନ୍ୟାକୁମାରୀର ବିବେକାନନ୍ଦ ରକ ମେମୋରିଆଲରେ ଧ୍ୟାନରେ ବସିଥିଲେ। ଦୀର୍ଘ ୪୫ ଘଣ୍ଟା ପରେ ଆଜି…
ନୂଆଦିଲ୍ଲୀ :କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ଇଣ୍ଡିଆ ମେଣ୍ଟର ବୈଠକ ଶେଷ ହୋଇଛି। ବୈଠକ ପରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ବଡ଼ ଦାବି କରାଯାଇଛି। ମେଣ୍ଟ ୨୦୨୪ ସାଧାରଣ ନିର୍ବାଚନରେ ୨୯୫ରୁ ଅଧିକ ଆସନ ଜିତି କେନ୍ଦ୍ରରେ ସରକାର…
ନୂଆଦିଲ୍ଲୀ: ଏକଜିଟ୍ ପୋଲ୍ ୨୦୨୪ ପ୍ରକାଶ ପାଇବାର କିଛି ଘଣ୍ଟା ପୂର୍ବରୁ ପ୍ରଖ୍ୟାତ ଭାରତୀୟ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ନିଜର ପୂର୍ବ ପୂର୍ବାନୁମାନକୁ ବଜାୟ ରଖିଛନ୍ତି। ଆଜିର ମତଦାନ ଶେଷ ହେବା ପରେ ସନ୍ଧ୍ୟା…