କେଜ୍ରିଓ୍ବାଲଙ୍କୁ ଝଟକା, ଅନ୍ତରୀଣ ଜାମିନ ଅବଧି ବଢାଇବାକୁ ମନାକଲେ ଦିଲ୍ଲୀକୋର୍ଟ

ନୂଆଦିଲ୍ଲୀ: ମଦ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା ଲାଗିଛି। ୭ ଦିନିଆ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ପାଇଁ କେଜ୍ରିଓ୍ବାଲ କରିଥିବା ଆବେଦନକୁ ରାଉଜ୍ ଆଭେନ୍ୟୁ କୋର୍ଟ ଶନିବାର ଖାରଜ କରିଦେଇଛନ୍ତି…