ଇସ୍ତଫା ଦେଲେ ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା

ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ । ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ…

ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଶପଥ ନେବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଜନତା ମାଇଦାନରେ ଶପଥ ନେବେ ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ । ଏଥିସହ ଦଳର ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଶପଥ ଗ୍ରହଣ କରିବେ । ଓଡିଶାରେ ଗଠନ ହେବ ନୂତନ ସରକାର । ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଭବ୍ୟ…

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ପ୍ରତ୍ୟାହାର ହୋଇଛି । ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ…

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍

ଭୁବନେଶ୍ବର: ବନ୍ଦ ହେଇଯିବ କି ଲକ୍ଷ୍ମୀ ବସ ? ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍। ବସର ଏକ ପାର୍ଶ୍ବରୁ ହଟିଲା ଲକ୍ଷ୍ମୀ ଚିହ୍ନ, ବସର ପଛରୁ ଲିଭିଲା ମିଶନଶକ୍ତି ଲେଖା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି…

ଶିବରାଜ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ବିଷୟରେ ଗୁରୁତ୍ୱପୂର୍ଣ୍ଣ ଖବର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା ତାଙ୍କ ପଦରୁ ଇସ୍ତଫା ଦେବା ନେଇ ଆଲୋଚନା ହେଉଛି। ତାଙ୍କ ସ୍ଥାନରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

ରାତିରେ ଦିଲ୍ଲୀ ପଳାଇଛନ୍ତି ଭି.କେ ପାଣ୍ଡିଆନ୍‌!

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆତ୍ମଘୋଷିତ ଉତ୍ତରାଧିକାରୀ ହୋଇ ଉଭୟ ଦଳ ଓ ସରକାରରେ ଏକଛାତ୍ରବାଦୀ ଚଳାଇଥିବା ଭିକେ ପାଣ୍ଡିଆନଙ୍କ ପତ୍ତା ମିଳିଛି । ଗତ ୪ତାରିଖରେ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରଠୁ ପାଣ୍ଡିଆନ ସର୍ବସାଧାରଣରେ ନିଖୋଜ ହୋଇଯାଇଥିଲେ। ପାଣ୍ଡିଆନଙ୍କ…

ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର

ଭୁବନେଶ୍ଵର: ଇଲେକ୍ଟ୍ରୋନିକ୍ସସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର । ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୦୦୦ ବ୍ୟାଚର ଆଇଆରଟିଏସ ଅଫିସର ମନୋଜ କୁମାର…

‘ସବୁ ପାଇଁ ଦାୟୀ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’

ଭୁବନେଶ୍ବର: ‘ନବୀନଙ୍କ ପରାଜୟ ପାଇଁ ଦାୟୀ ନିଜେ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’, ଓଡିଶା ଗଡ ବିଜେପି ହାତକୁ ଗଲାପରେ କିଛି ଏମିତି କହି ନବୀନଙ୍କ ଉପରେ ବର୍ଷିଛନ୍ତି ନବନିର୍ବାଚିତ ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ । ରାଜ୍ୟ ରାଜନୀତିରେ…

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ…

ବାଲେଶ୍ୱର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ

ବାଲେଶ୍ବର:ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ  । ୧ ମିନିଟରେ ୨ରୁ ୩ ଥର ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ । ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ, ଗୋଳାବାରୁଦ ପରୀକ୍ଷଣ ହେଉଥିବା ଲୋକମାନେ ଅନୁମାନ…