କେନ୍ଦ୍ର ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ଶେଷ, ଜାଣନ୍ତୁ କିଏ ପାଇଲେ କେଉଁ ବିଭାଗ

ନୂଆଦିଲ୍ଲୀ : ଶପଥ ନେବାର ପ୍ରାୟ ୨୪ ଘଣ୍ଟା ପରେ ମୋଦି ୩.୦ ସରକାର କାହାକୁ କେଉଁ ମନ୍ତ୍ରଣାଳୟ ଦାୟିତ୍ୱ ମିଳିଛି, ତା’ର ତାଲିକା ଜାରି କରିଛନ୍ତି। ବରିଷ୍ଠ ନେତା ନୀତୀନ ଗଡ଼କରୀ ୨୦୧୯ ଭଳି ଏଥର ସଡ଼କ ପରିବହନ ମନ୍ତ୍ରଣାଳୟ…

ତୀର୍ଥ ଯାତ୍ରୀଙ୍କ ଉପରେ ହମଲା: ଜଙ୍ଗଲରେ ଲୁଚିଛନ୍ତି ୩ ବିଦେଶୀ ଆତଙ୍କୀ

ଶ୍ରୀନଗର : ଜମ୍ମୁ-କଶ୍ମୀର ରୈସିରେ ରବିବାର ସନ୍ଧ୍ୟା ବେଳେ ଆତଙ୍କବାଦୀମାନେ ଗୋଟିଏ ତୀର୍ଥ ଯାତ୍ରୀ ବସ୍‌ ଉପରେ ଆକ୍ରମଣ କରିଥିଲେ। ଆତଙ୍କୀଙ୍କ ଗୁଳିମାଡ଼ ଯୋଗୁ ବସ୍‌ଟି ଖାଇକୁ ଖସି ପଡ଼ିଥିଲା। ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ…

ଝାଡ଼ାବାନ୍ତିରେ ଜଣେ ମୃତ, ୪ ଗୁରୁତର

ରାୟଗଡ଼ା : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗାଁରୁ। ମୃତକ ଜଣଙ୍କ ହେଉଛନ୍ତି…

ପାଖେଇ ଆସୁଛି ସ୍ନାନ ପୂର୍ଣ୍ଣିମା, ରଥଖଳାରେ କାମ ତ୍ବରାନ୍ବିତ

ପୁରୀ: ସ୍ନାନ ପୂର୍ଣ୍ଣିମାରେ ତିନି ରଥର ଚକ, ଅଖ ଓ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ଚାରିନାହାକା ଉଠିବାର ପରମ୍ପରା ରହିଛି। ଏଣୁ ପରମ୍ପରାକୁ ଦୃଷ୍ଟିରେ ରଖି ରଥ ସେବକମାନେ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି। ତିନିରଥର ତିନିଭୂଇଁ ନିର୍ମାଣ…

‘ଆଶ୍ଚର୍ଯ୍ୟ ହେବାର କିଛି ନାହିଁ’: ରିଆସି ଆତଙ୍କବାଦୀ ଆକ୍ରମଣ ଉପରେ ଓମର ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ଶ୍ରୀନଗର: ଜମ୍ମୁ-କଶ୍ମୀରର ରିଆସିରେ ବସ୍ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଏକ ବିବାଦୀୟ ବୟାନ ଦେଇଛନ୍ତି। ଆତଙ୍କବାଦୀ ଆକ୍ରମଣକୁ ନେଇ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ ବୋଲି ସେ କହିଛନ୍ତି । ସେ…

ମଦୁଆଙ୍କ ଚିନ୍ତା‌ ବଢ଼ାଇଛି ରାତିଅଧିଆ ଚେକିଂ: ୨ଦିନରେ ୨୧୭ ଗାଡ଼ି ଜବତ

ଭୁବନେଶ୍ବର: କୌଣସି ପରିସ୍ଥିତିରେ ମଦ୍ୟପ ଚାଳକଙ୍କୁ ଛଡ଼ାଯିବ ନାହିଁ। ଜରିମାନା ଗଣିବେ; ଗାଡ଼ି ବି କୋର୍ଟକୁ ଯିବ। ଦରକାର ପଡ଼ିଲେ ଜେଲ୍‌ ମଧ୍ୟ ଯାଇପାରନ୍ତି। ଖାଲି ଏତିକି ନୁହେଁ ଲାଇସେନ୍ସ ବି ରଦ୍ଦ କରାଯିବ। ଦ୍ବୈତନଗରୀରେ ଘଟୁଥିବା ବିଭିନ୍ନ ଅପରାଧ ଓ…

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ବିଜେପିର ଦୁଇ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ବର: କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବେ ତାରି ଉପରେ ସମସ୍ତଙ୍କ ନଜର। ଏହାରି ଭିତରେ ଯେତେେବେଳ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଦାୟିତ୍ୱ ନେଇସାରିଛନ୍ତି। ଏଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ଦୁଇ ପର୍ଯ୍ୟବେକ୍ଷକ ବିଜେପି…

ରାଷ୍ଟ୍ରମନ୍ତ୍ରୀ ପଦ ଗ୍ରହଣ କରିବୁ ନାହିଁ, କିନ୍ତୁ ଏନଡିଏ ସହ ରହିବୁ : ଅଜିତ ପାଓ୍ବାର

ମୁମ୍ବାଇ: ଏନସିପି ଅଜିତ ପାୱାର ଗୋଷ୍ଠୀକୁ ମୋଦୀ କ୍ୟାବିନେଟରେ ସ୍ଥାନ ମିଳିନାହିଁ । ଏହାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ଚାଲିିଥିବାବେଳେ ଏକ ବଡ଼ ବୟାନ ଦେଇଛନ୍ତି ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଆମକୁ…

ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ

ଭୁବନେଶ୍ୱର: ଗତକାଲି ଶପଥ ଗ୍ରହଣ ପରେ, ଆଜି ମୋଦୀ ମନ୍ତ୍ରିମଣ୍ଡଳର ହୋଇଛି ବିଭାଗ ବଣ୍ଟନ । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ମନ୍ତ୍ରାଳୟ, ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ମନ୍ତ୍ରାଳୟ ଓ ଜୁଏଲ ଓରାମଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରାଳୟ ମିଳିଛି |…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ରାଜ୍ୟର ତିନି କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଶପଥ ଗ୍ରହଣ ପରେ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, କ୍ରମାଗତ…