ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି ।…
ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି ।…
ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି…
ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ଡେପୁଟି ଭାବେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା…
ଭୁବନେଶ୍ବର: ସବୁ କଲ୍ପନା ଜଲ୍ପନା ଉପରେ ଲାଗିଲା ବିରାମ । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି ।…
ରାଉରକେଲା: ରାଉରକେଲା ଦେଇ ବୀରମିତ୍ରପୁର ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ବୀରମିତ୍ରପୁରର ମିତ୍ତଲ ବିସ୍କୁଟ କମ୍ପାନିର ମାଲିକ ଦିନନାଥ ମିତ୍ତଲ ବୋଲି…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ରାଜ୍ୟ ରାଜଧାନୀକୁ ନେଇ ନିଜର ସ୍ପଷ୍ଟୀକରଣ ରଖିଛନ୍ତି ଚନ୍ଦ୍ରବାବୁ ନାଇଡୁ। ଆନ୍ଧ୍ରପ୍ରଦେଶର ଗୋଟିଏ ରାଜଧାନୀ, ଅମରାବତୀ ହିଁ ରାଜଧାନୀ ରହିବ ବୋଲି ବିଧାୟକ ଦଳ ବୈଠକରେ କହିଛନ୍ତି ନାଇଡୁ। ଆଜି ବିଜୟୱାଡାରେ ବିଜେପି ନେତୃତ୍ୱାଧୀନ ଏନଡିଏ…
ଭୁବନେଶ୍ବର: ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଆସନ୍ତାକାଲି ଶପଥ ଗ୍ରହଣ ପୂର୍ବରୁ ଆସିଲା କିଛି ବଡ ନିର୍ଦ୍ଦେଶ । ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ…
ଭୁବନେଶ୍ଵର: ରାଜ୍ୟରେ କାଳବୈଶାଖୀ ହେବା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ତେଣୁ ଏନେଇ ୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ। ଏହି ସମୟରେ ୩୦-୪୦…
ବିଦେଶରୁ ସୁନା ଚାଲାଣ କିଭଳି କରିବେ। କେବଳ ସତିକି ନୁହେଁ ସୁନା ଆଣିବା ବେଳେ କିଭଳି ବିମାନ ବନ୍ଦରରେ ଧରା ନ ପଡିବେ। ଏଥିପାଇଁ ନୂଆ ନୂଆ ଫଣ୍ଡା ଆପଣାଉଛନ୍ତି ଅପରାଧି। କିଏ ଟ୍ରଲି ଚକା ଭିତରେ ଲୁଚାଇ ଆଣିବାକୁ ଚେଷ୍ଟା…
ଭୁବନେଶ୍ୱର: ରାଜ୍ୟରେ ବିଜେଡିର ଶୋଚନୀୟ ପରାଜୟ ଘଟିଛି । ଏହି ପ୍ରରିପେକ୍ଷୀରେ ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ । ଭିକେ ପାଣ୍ଡିଆନ ହଜାର ହଜାର ଗାଁ ସାଥି ମାନଙ୍କ ଭବିଷ୍ୟତକୁ ଅନ୍ଧାରକୁ…