ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି: ଆସନ୍ତାକାଲି ଠାରୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ବାର

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ୪ଟି ଦ୍ବାର ଜୁନ୍‌ ୧୩ ତାରିଖ ଠାରୁ ଖୋଲି ଦିଆଯିବ। ଶ୍ରୀମନ୍ଦିରରେ ଭକ୍ତମାନଙ୍କର ଶୃଙ୍ଖଳିତ ଦର୍ଶନ ପାଇଁ ଭୋର ସକାଳୁ ମଙ୍ଗଳ ଆରତୀ ବେଳେ ୪ଟି ଦ୍ବାର ଖୋଲି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ଦୀର୍ଘ ୪ ବର୍ଷ ପରେ ସାମ୍ବାଦିକମାନଙ୍କ ପାଇଁ ଖୋଲିଲା ଲୋକସେବା ଭବନ

ଭୁବନେଶ୍ବର: ଓଡ଼ିଶା ସଚିବାଳୟ ତଥା ଲୋକସଭା ଭବନକୁ ପ୍ରବେଶ ପାଇଁ ସାମ୍ବାଦିକମାନଙ୍କୁ ମିଳିଲା ଅନୁମତି । ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ପାଇଁ ମିଳିଲା ଅନୁମତି । ୨୦୨୦ ମାର୍ଚ୍ଚ ମାସ ଠାରୁ ଲୋକସେବା ଭବନକୁ ପ୍ରବେଶ…

ଲୋକଙ୍କ ପାଇଁ ଏ ସରକାର ଦିନ ରାତି ଏକ କରିଦେବ: ସୁରେଶ ପୂଜାରୀ

ଲୋକଙ୍କ ପାଇଁ ଏ ସରକାର ଦିନ ରାତି ଏକ କରିଦେବ। ଓଡ଼ିଶାରେ ମନ୍ତ୍ରିମଣ୍ଡଳ ଗଠନ ପରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ସୁରେଶ ପୂଜାରୀ ଆଜି ଏପରି କହିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶାବାସୀ…

ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ‘ବିକଶିତ ଓଡ଼ିଶା’ ଗଠନ ହେବ। ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ। ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି…

ଆନ୍ଧ୍ରରେ ନାଇଡୁ ସରକାର, ଶପଥ ନେଲେ ଚନ୍ଦ୍ରବାବୁ

ଆଜିଠୁ ଆନ୍ଧ୍ରପ୍ରଦେଶରେ ଆରମ୍ଭ ହୋଇଛି ନାଇଡୁ ସରକାର। ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ରାଜ୍ୟପାଳ ଏସ୍‌ ଅବ୍ଦୁଲ ନଜିର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ…

ସଫ୍ଟୱେୟାର ଇଞ୍ଜିନିୟରଙ୍କ ଠାରୁ ୧୫ ଲକ୍ଷ ଲୁଟିନେଲେ ସାଇବର ଠକ

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକଙ୍କ ପ୍ରାଦୁର୍ଭାବ । ଆଜିକାଲି ଯୁଗରେ ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସୁଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌ ଭାବେ କାମ କଲେ ମଧ୍ୟ…

ବାଚସ୍ପତି ହେବେ ସୁରମା ପାଢୀ

ଭୁବନେଶ୍ବର: ନୂଆ ସରକାରଙ୍କର ନୂଆ ବାଚସ୍ପତି ସୁରମା ପାଢୀ । ରଣପୁର ବିଧାୟିକା ସୁରମା ପାଢୀଙ୍କୁ ମହିଳା ବାଚସ୍ପତି ଭାବରେ ମନୋନୀତ କରିପାରେ ବିଜେପି । ରାଜ୍ୟ ବିଜେପିର ଅନ୍ୟତମ ମହିଳା ଚେହେରା ସୁରମା ପାଢୀ ରଣପୁରରୁ ନିର୍ବାଚିତ ହୋଇଛନ୍ତି ।…

୪ ବର୍ଷର ଝିଅ ବାର୍ଡ-ଫ୍ଲୁରେ ଆକ୍ରାନ୍ତ, ଚେତାଇଲା WHO

ଭାରତ ସମେତ ବିଶ୍ୱର ଅନେକ ଦେଶରେ ଏବେ ବାର୍ଡ-ଫ୍ଲୁ ଆତଙ୍କ ଖେଳାଇଛି। ପୂର୍ବରୁ ଆମେରିକାରେ ମଣିଷ ଦେହରେ ବାର୍ଡ-ଫ୍ଲୁର ଦ୍ୱିତୀୟ ମାମଲା ଚିହ୍ନଟ ହୋଇଥିବା ବେଳେ ଏବେ ଭାରତରେ ଚିହ୍ନଟ ହୋଇଛି ପ୍ରଥମ ମାମଲା। ପଶ୍ଚିମବଙ୍ଗର ଏକ ୪ ବର୍ଷର ଝିଅ…

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ…

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି…