ଆସନ୍ତାକାଲି ଠାରୁ କିଛି ଜିଲ୍ଲାରେ ଖୋଲିବ ବିଦ୍ୟାଳୟ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତାକାଲି ଠାରୁ କିଛି ଜିଲ୍ଲାର ବିଦ୍ୟାଳୟଗୁଡ଼ିକ ଖୋଲିବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯାଇପାରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହା କହିଛନ୍ତି। ଶ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଯୁଗ୍ମ ସଚିବ ନିଯୁକ୍ତ । କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଆଜି ନିଯୁକ୍ତ ହୋଇଛନ୍ତି । କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି ହେଲେ ତ୍ରିଲୋଚନ । ଏନେଇ ସାଧାରଣ…

ରାଜ୍ୟରେ ଅଂଶୁଘାତ ନେଲାଣି ୪୧ ଜୀବନ

ରାଜ୍ୟରେ ଚଳିତ ବର୍ଷ ଏଯାବତ୍ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ସତ୍ୟବ୍ରତ ସାହୁ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଂଶୁଘାତଜନିତ ମୃତ୍ୟୁ ନେଇ ୧୬୧ଟି ଅଭିଯୋଗ ଆସିଥିଲା। ଶବ ବ୍ୟବଚ୍ଛେଦ ଓ…

ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣ ପାଇଁ ୩୦ ପ୍ଲାଟୁନ୍‌ ପୁଲିସ ମୁତୟନ ଅଛନ୍ତି: ଡିଜିପି

ଭୁବନେଶ୍ବର: ଗତ ୧୩ ତାରିଖରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିଦିଆଯିବା ପରେ ସିଂହଦ୍ବାର ସାମ୍ନାରେ ଆଉ ପୂର୍ବଭଳି ଭିଡ଼ ରହୁନାହିଁ ଏକଥା ସତ। କିନ୍ତୁ ଶ୍ରୀମନ୍ଦିର ପରିସର ଭିତରେ ପ୍ରବଳ ଭିଡ଼ ଲାଗି ରହୁଛି। ଶ୍ରୀ ମନ୍ଦିରର ଚାରି ଦ୍ୱାର ଖୋଲିବାକୁ…

ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ, ୧୪୪ ଜାରି

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ। ପରସ୍ପରକୁ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୪ରୁ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ବାଲେଶ୍ୱର ଟାଉନ୍‌ରେ । ଏହି ଗଣ୍ଡଗୋଳ ଯୋଗୁଁ ଟାଉନ ଥାନା ପୀର…

ରାଜ୍ୟରେ ଆହରି ୩ ଦିନ ତାତି

ଭୁବନେଶ୍ବର: ଦେଶରେ ମୌସୁମୀ ଆଗମନର ୨ ସପ୍ତାହ ଅତିକ୍ରମ କରିଛି, କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଲଗାମ ଲାଗୁ ନାହିଁ। ବରଂ ପ୍ରବଳ ଖରା ଓ ଗରମରେ ଓଡ଼ିଶା ଭାଜି ହେଉଛି। ଗ୍ରୀଷ୍ମଲହରି ଆହୁରି ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ ଦୁର୍ଘଟଣା: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ମାଗିଲା କଂଗ୍ରେସ

ପଶ୍ଚିବମଙ୍ଗର ସିଲିଗୁଡ଼ି ଠାରେ ଆଜି କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଗୋଟିଏ ମାଲବାହୀ ଟ୍ରେନ ଧକ୍କା ଦେବାରୁ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୩୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ଯୋଗୁ ସିଆଲଦାକୁ ଯାଉଥିବା କାଞ୍ଚନଜଙ୍ଗା ଟ୍ରେନର ୩ଟି ବିଗ କ୍ଷତିଗ୍ରସ୍ତ ହୋଇଛି।…

ମିଶନ ଶକ୍ତି ଏକ ମାଇକ୍ରୋ ସରକାର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ନିଜ ବିଭାଗର ସମୀକ୍ଷା କରିଛନ୍ତି । ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନରେ ପହଞ୍ଚି ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଓ ମିଶନ ଶକ୍ତି ନିର୍ଦ୍ଦେଶକ ବିନୀତ ଭରଦ୍ବାଜଙ୍କ…

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଭାରତବର୍ଷରେ ଉଦାହରଣ ହୋଇ ରହିବ, ସେଥିପାଇଁ ଆମେ କାମ କରୁଛୁ: ସୁରେଶ ପୂଜାରୀ

ଭୁବନେଶ୍ବର: ଛୁଟି ଦିନରେ ବି କାମ ଚାଲିଛି। ଓଡ଼ିଶାରେ ୩୬୫ ଦିନ କାମ ହେବ। ଏଭଳି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ଥିଲା।…

କର୍ମଚାରୀଙ୍କୁ କେନ୍ଦ୍ରର ଚେତାବାନୀ: ବିଳମ୍ବ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନିଜର କର୍ମଚାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କେନ୍ଦ୍ର ସରକାର। ଅଭ୍ୟାସଗତ ଭାବେ ବିଳମ୍ବରେ ଅଫିସ ଆସି ଶୀଘ୍ର ଯାଉଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ବିଳମ୍ବରେ ଆସି ଶୀଘ୍ର ଅଫିସ ଛାଡ଼ୁଥିବା ଘଟଣାକୁ ଅଧିକୃତ ଅଧିକାରୀମାନେ ଗୁରୁତ୍ୱର ସହ ନେବାକୁ…