ନିଲମ୍ବିତ ହେଲେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ଜାତୀୟ ଡୋପିଂ ନିରୋଧୀ ଏଜେନ୍ସି (ନାଡା) ରବିବାର ବଜରଙ୍ଗ ପୁନିଆଙ୍କୁ ଦ୍ୱିତୀୟ ଥର ପାଇଁ ନିଲମ୍ବିତ କରିଛି। ତାଙ୍କୁ ଜୁଲାଇ ୧୧ ସୁଦ୍ଧା ଏହାର ଜବାବ ଦେବାକୁ ପଡ଼ିବ । ତିନି ସପ୍ତାହ ତଳେ ନାଡା ଏହି ଅଭିଯୋଗ ସମ୍ପର୍କରେ…

ଆଇଇଡି ବିସ୍ଫୋରଣରେ ୨ ଯବାନ ସହିଦ

ସୁରକ୍ଷାକର୍ମୀଙ୍କ ଦ୍ବାରା କ୍ରମାଗତ ଭାବେ କାର୍ଯ୍ୟାନୁଷ୍ଠାନ ନିଆଯାଉଥିଲେ ମଧ୍ୟ ନକ୍ସଲମାନେ ନିଜକୁ ପରିବର୍ତ୍ତନ କରୁନାହାନ୍ତି। ନକ୍ସଲମାନେ ସୁରକ୍ଷାବାହିନୀର ଯବାନ ଓ ସାଧାରଣ ଜନତାଙ୍କ ଧନଜୀବନକୁ ପ୍ରଭାବିତ କରିବା ପାଇଁ ସବୁବେଳେ ଉଦ୍ୟମ କରୁଛନ୍ତି। ନକ୍ସଲମାନେ ପଡୋଶୀ ଛତିଶଗଡ଼ର ସୁକମା ଜିଲ୍ଲାରେ ରବିବାର…

ଏଆଇସିସି ଅଧ୍ୟକ୍ଷ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ ଓ କୋରାପୁଟ ସାଂସଦ

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାର ଆରମ୍ଭ ହୋଇଥିବା ବେଳେ ବିଧାୟକ ଦଳ ନେତା କିଏ ହେବ ସେନେଇ ଚାଲିଛି ଜୋରଦାର ଚର୍ଚ୍ଚା। ଏହାରି ଭିତରେ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା : ଅପରାଧିକ ମାମଲା ରୁଜ୍ଜୁ କଲା ସିବିଆଇ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଶିକ୍ଷା ମନ୍ତ୍ରଣାଳୟର ଅଭିଯୋଗ ପରେ ସିବିଆଇ ରବିବାର (ଜୁନ୍ ୨୩) ଏକ ଫୌଜଦାରୀ ମାମଲା ରୁଜୁ କରିଛି। ସିବିଆଇ ଆଇପିସି ଧାରା ୪୨୦ (ଠକେଇ) ଏବଂ ୧୨୦ ବି (ଷଡ଼ଯନ୍ତ୍ର) ଅନୁଯାୟୀ ଏଫଆଇଆର…

ଆସନ୍ତାକାଲିଠୁ ସ୍ୱାଭାବିକ୍‌ ହେବ ସ୍କୁଲ୍‌

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍ଵାଭାବିକ ହେବ ସ୍କୁଲ୍ । ରାଜ୍ୟରେ ପାଗ ଅନୁକୂଳ ରହିଥିବାରୁ ସମସ୍ତ ସ୍କୁଲ ସ୍ୱାଭାବିକ୍‌ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଗତ ଗୁରୁବାର ସରକାରଙ୍କ ତରଫରୁ ପ୍ରକାଶ ପାଇଥିଲା ଚିଠି । ଏହା ସହ…

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ…

ସୁପ୍ରିମକୋର୍ଟ ଗଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟ ଏହା ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇ ଦେଇଥିଲେ। ଏବେ ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପାଇଁ ନିବେଦନ କରିଛନ୍ତି। ହାଇକୋର୍ଟ ଜାମିନ ଉପରେ…

କାଳି ମାଡ଼ ପ୍ରସଙ୍ଗରେ ଛଅ ବର୍ଷ ପାଇଁ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦଳର ୫ ଜଣ ନେତାଙ୍କୁ ଛଅ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କଂଗ୍ରେସ ନେତାମାନେ ହେଲେ ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ମହିଳା କଂଗ୍ରେସର…

ଜିଦରୁ ଓହରିଲେ ଘରୋଇ ବସ ସଂଘ, ସ୍ବାଭାବିକ ହେବ ବାରିପଦାରେ ବସ୍ ଚଳାଚଳ

ବାରିପଦା: ଜିଦରୁ ଓହରିଲେ ଘରୋଇ ବସ ସଂଘ । ୩ ଦିନ ଧରି ବାରିପଦାରେ ବସ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି ସନ୍ଧ୍ୟାରୁ ହେବ ସ୍ବାଭାବିକ । ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ସୃଷ୍ଟି…

ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ସଫା, LOC ନିକଟରୁ ମିଳିଲା ମୃତଦେହ

ଏନ୍‌କାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ଜମ୍ମୁ କଶ୍ମୀର ବାରାମୁଲା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ସୁରକ୍ଷା ବାହିନୀ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ଘଣ୍ଟାର ଗୁଳିବିନିମୟ ପରେ ଦୁଇ ଜଣ ଆତଙ୍କବାଦୀ ନିହାତ ହୋଇଛନ୍ତି।…