ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା…