ରାଜ୍ୟ ବାହାରେ କୁବେର ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମଥୁରାରେ ରହିଛି ଦୁଇଟି ପ୍ଲଟ

ଭୁବନେଶ୍ୱର : କୁବେର ଯନ୍ତ୍ରୀଙ୍କ ରାଜ୍ୟ ବାହାରେ ଅମାପ ସମ୍ପତ୍ତି । ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ଉତ୍ତରପ୍ରଦେଶ ମଥୁରାରେ ଆଉ ଦୁଇଟି ପ୍ଲଟ ମିଳିଛି ।…

ବଢୁଛି ଶିଳ୍ପ ସଂସ୍ଥା, ସୃଷ୍ଟି କରିବ ୫ ଲକ୍ଷରୁ ଅଧିକ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟରେ ଶିଳ୍ପାନୁଷ୍ଠାନ ଅଗ୍ରଗତିକୁ ନେଇ ବଡ ବୟାନ ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ । ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିଳ୍ପ ସଂସ୍ଥା ଦ୍ରୁତ ଗତିରେ ଅଗ୍ରଗତି କରୁଛି ଯାହା ଆଗକୁ ଅଧିକ ନିଯୁକ୍ତି ସୃଷ୍ଟି କରିବ ।…

ପୁଣେରେ ସ୍ଥିତି ବେହାଲ; ଶିକ୍ଷାନୁଷ୍ଠାନ ବନ୍ଦ, ଉଦ୍ଧାର କାର୍ଯ୍ୟରେ ସେନା ନିୟୋଜିତ

ପଶ୍ଚିମ ଭାରତରେ ଲାଗି ରହିଛି ବର୍ଷା ବିତ୍ପାତ। ମହାରାଷ୍ଟ୍ରର ମୁମ୍ବାଇ, ପୁଣେ, ଥାନେ, ପାଲଘର ଓ ଅନ୍ୟ ସହରରେ ବିଗିଡ଼ିବାରେ ଲାଗିଛି ସ୍ଥିତି। ଲଗାଣ ବର୍ଷାରେ ବେହାଲ ହେଲାଣି ମାୟାନଗରୀ ମୁମ୍ବାଇର ଅବସ୍ଥା। ପ୍ରବଳ ବର୍ଷାରେ ବହୁ ସ୍ଥାନରେ ରାସ୍ତାଘାଟ ବୁଡିଛି,…

ରାଜ୍ୟରେ ଖାଲି ପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ : ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଖାଲିପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ । ଅନେକ ସ୍କୁଲର ନାହିଁ ନିଜସ୍ବ ଜମି । କିଛି ଏମିତି କହିହି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ  ନିତ୍ୟାନନ୍ଦ ଗଣ୍ଡ । ଶୁକ୍ରବାର…

ଭୁବନେଶ୍ୱର ମଞ୍ଚେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ରେଲ ଚଳାଚଳା ପ୍ରଭାବିତ

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ। ଭୁବନେଶ୍ବର ରେଳ ଷ୍ଟେସନ ଅତିକ୍ରମ ପରେ ଲାଇନଚ୍ୟୁତ ହୋଇଛି । ଟ୍ରେନ୍ ଚଳାଚଳ ବିଶେଷ ପ୍ରଭାବିତ ହୋଇନାହିଁ । ଖୁବଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି…

ପ୍ୟାରିସ୍ ଅଲିମ୍ପିକ୍ସ : ମହିଳା ତୀରନ୍ଦାଜୀ କ୍ବାର୍ଟରରେ ଭାରତ

ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସର ରାଙ୍କିଙ୍ଗ ରାଉଣ୍ଡରେ ଭାରତର ମହିଳା ତୀରନ୍ଦାଜୀ ଦଳ ଭଲ ପ୍ରଦର୍ଶନ କରିଛି। ଭାରତ ପକ୍ଷରୁ ଦୀପିକା କୁମାରୀ, ଅଙ୍କିତା ଭଗତ ଓ ଭଜନ କୌର ମୋଟ ୧୯୮୩ ପଏଣ୍ଟ ହାସଲ କରିଛନ୍ତି। ଏହା ସହ ଭାରତୀୟ…

କେଜ୍ରିୱାଲଙ୍କ ପାଇଁ ବଡ଼ ଆନ୍ଦୋଳନର ଡାକରା ଦେଲା ଇଣ୍ଡିଆ ବ୍ଲକ

ନୂଆଦିଲ୍ଲୀ:ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକ ବଡ଼ ଆନ୍ଦୋଳନର ଡାକରା ଦେଇଛି। ଜେଲରେ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗୁଡ଼ିଥିବା ବେଳେ ଏଥିପ୍ରତି ଧ୍ୟାନ ଦିଆଯାଉ ନାହିଁ। ତେଣୁ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ବିରୋଧରେ…

‘ବିଚାରି’ ବୟାନକୁ ନେଇ କଂଗ୍ରେସ ଉପରେ ଜୋରଦାର ବର୍ଷିଲେ ରାଜସ୍ଥାନ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ରାଜସ୍ଥାନ ବିଧାନସଭାରେ କଂଗ୍ରେସ ବିଧାୟକ ଅମିନ କାଗଜିଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି | ଗତକାଲି ସେ ଅର୍ଥମନ୍ତ୍ରୀ ଦିୟା କୁମାରୀଙ୍କୁ ‘ବିଚାରି’ ବୋଲି ସମ୍ବୋଧିତ କରିଥିଲେ। ଆଜି ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ବିଚାରି ବିବୃତ୍ତିକୁ ନେଇ ଜବାବ…

କେଜ୍ରିଓ୍ବାଲଙ୍କୁ ବଡ଼ ଝଟ୍‌କା: ବଢିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମସ୍ୟା। ଅବକାରୀ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ କେଜ୍ରିଓ୍ବାଲଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ୮ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି…

ମଣିପୁର ଓ ଜମ୍ମୁ-କଶ୍ମୀର ନଯିବାକୁ ନିଜ ନାଗରିକଙ୍କୁ ଆମେରିକାର ପରାମର୍ଶ

ନୂଆଦିଲ୍ଲୀ : ଆମେରିକା ଭାରତ ଭ୍ରମଣରେ ଯାଉଥିବା ନିଜ ନାଗରିକଙ୍କୁ ମଣିପୁର ଓ ଜମ୍ମୁ କଶ୍ମୀର ସହିତ ଭାରତ-ପାକ ସୀମାନ୍ତବର୍ତ୍ତୀ ଅଂଚଳ ଓ ଦେଶର ମଧ୍ୟ ଏବଂ ପୂର୍ବଭାଗକୁ ଯାତ୍ରା ନ କରିବାକୁ ପରାମର୍ଶ ଦେଇଛି। ନକ୍ସଲ ପ୍ରଭାବିତ ଅଂଚଳଗୁଡିକୁ ମଧ୍ୟ…