ଆଇଏଏସ ପଦ ହରାଇଲେ ପୂଜା, ଭବିଷ୍ୟତରେ ବି ଦେଇ ପାରିବେନି ପରୀକ୍ଷା
ବିବାଦରେ ଥିବା ଟ୍ରେନି ଆଇଏଏସ୍ ପୂଜା ଖେଡ଼କରଙ୍କୁ ଶକ୍ତ ଝଟକା ଲାଗସିଛି। ସେ ତାଙ୍କ ଆଇଏଏସ୍ ପଦ ହରାଇଛନ୍ତି। ପୂଜା ଏଣିକି ଆଉ ଆଇଏଏସ ନୁହନ୍ତି। ଆଜି ୟୁପିଏସ ତରଫରୁ ତାଙ୍କର ପ୍ରୋଭିଜନାଲ ପ୍ରାର୍ଥିତ୍ୱ ବା ଆଇଏଏସ୍ ମନୋନୟନକୁ ବାତିଲ କରି ଦିଆଯାଇଛି। ଏଥିସହ…