୧ ଟଙ୍କାରେ ଜାଣନ୍ତୁ ପୂରା ବଜେଟର ହିସାବ

ନୂଆଦିଲ୍ଲୀ :ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରେକର୍ଡ ୭ମ ଥର ପାଇଁ ଆଜି ବଜେଟ ଉପସ୍ଥାପନ କରିଛନ୍ତି। ପ୍ରାୟ ୧ ଘଣ୍ଟା ୩୦ ମିନିଟର ବଜେଟ ଭାଷଣରେ ସେ ସବୁ ବର୍ଗଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରିଛନ୍ତି। ହେଲେ ଟିକସ ସ୍ଲାବରେ ପରିବର୍ତ୍ତନ…

ମୋଦି ସରକାରଙ୍କ ତୃତୀୟପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ : ପରିମାଣ ୪୮,୨୦,୫୧୨ କୋଟି

ନୂଆଦିଲ୍ଲୀ : ଆଜି ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ। ସାଧାରଣ ନିର୍ବାଚନ ପରେ ପୂର୍ଣ୍ଣାଙ୍ଗ…

ନୂଆ ଏଜି ଭାବେ ଦାୟିିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର: ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି ଯେ ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି। ଓଡ଼ିଶାବାସୀଙ୍କୁ ନ୍ୟାୟ…

ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ…

ବ୍ୟାପୁଛି ନିପା: ମୃତକଙ୍କ ସଂସ୍ପର୍ଶରେ ଆସିଥିବା ୬ ଜଣ ପଜିଟିଭ୍ ଚିହ୍ନଟ

କେରଳରେ ଚିନ୍ତା ବଢାଇ ଚାଲିଛି ନିପା ଭାଇରାସ୍। ପୁଣି ଛଅ ଜଣ ନିପା ଭାଇରସ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ଗତକାଲି ମୃତ୍ୟୁ ଘଟିଥିବା ନାବାଳକଙ୍କ ସଂସ୍ପର୍ଶରେ ଆସିଥିଲେ। ସୂଚନା ଅନୁସାରେ, କେରଳର ଜଣେ ୧୪ ବର୍ଷୀୟ ନାବାଳକ ନିପା ଭାଇରସରେ…

ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ…

ଆରଏସଏସରେ ଯୋଗ ଦେଇପାରିବେ ସରକାରୀ କର୍ମଚାରୀ, ହଟିଲା ୫୮ ବର୍ଷର କଟକଣା

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଉପରେ ଲାଗୁ ୫୮ ବର୍ଷର ଏକ କଟକଣାକୁ ସରକାର ପ୍ରତ୍ୟାହାର କରିନେଇଛନ୍ତି । ଏହା ଫଳରେ ଏଣିକି ଆରଏସଏସ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀମାନେ ଅଂଶଗ୍ରହଣ କରିପାରିବେ । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ…

ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମର ତଥ୍ୟ ମିଥ୍ୟା: ନବୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ । ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ…

ପଦ୍ମକେଶରୀପୁର ହିଂସା: ଆଉ ୩ ଗିରଫ

ଭୁବନେଶ୍ୱର ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ୩ଜଣ ଗିରଫ। ମଞ୍ଚେଶ୍ୱେର ଥାନା ପୁଲିସ ଆଜି ମାମଲାରେ ଅନ୍ୟତମ ଅଭିଯୁକ୍ତ ଶୁଭଲକ୍ଷ୍ମୀ ଦାଶ, ଶୌଭାଗ୍ୟ ରମଞ୍ଜନ ଦାଶ ଓ ଚିତରଞ୍ଜନ ଦାଶଙ୍କୁ ଗିରଫ କରିଛି। ଏହା ସହିତ ମୋଟ୍ ଗିରଫଦାରୀ ସଂଖ୍ୟା…

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି…