July 2024

ରେଢାଖୋଲରେ ଡବଲ ମର୍ଡର, ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀ ମୃତ

ରେଢାଖୋଲ : ରେଢାଖୋଲରେ ଘଟି ଯାଇଛି ଏକ ଲୋମହର୍ଷଣକାରୀ ଘଟଣା । ଜ୍ୱାଇଁ କରିଛି ଡବଲ ମଡର । ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀଙ୍କର ହୋଇଛି ମୃତ୍ୟୁ । ରେଢାଖୋଲ ଥାନା ପୋଡାବଲଣ୍ଡା ଗ୍ରାମରେ ଘଟିଛି ଏହି ହତ୍ୟାକାଣ୍ଡ…

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା…

ନିଟ୍ ପେପର ଲିକ୍ ନେଇ ସଂସଦରେ ଗର୍ଜିଲେ ରାହୁଲ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନର ପ୍ରଥମ ଦିନରେ ସୋମବାର କଂଗ୍ରେସ ସାଂସଦ ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା ନିଟ୍‌ରେ ହୋଇଥିବା ପେପର ଲିକ୍ ନେଇ ପ୍ରଶ୍ନ କରିଛନ୍ତି। ରାହୁଲ…

ଥାଇଲାଣ୍ଡରୁ ଓଡ଼ିଶା ଫେରାଇ ଆଣିବାକୁ କେନ୍ଦ୍ରାପଡାର ୭ ଓଡ଼ିଆ ଶ୍ରମିକଙ୍କ ନିବେଦନ

କେନ୍ଦ୍ରାପଡ଼ା: ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡା ଜିଲ୍ଲାର ୭ଜଣ ଓଡ଼ିଆ ଶ୍ରମିକ। ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ସମସ୍ତେ। ୬ ମାସ ତଳେ ଥାଇଲାଣ୍ଡ ଯାଇ…

ଇନ୍‌ଷ୍ଟାଗ୍ରାମରେ ରିଲ୍‌ କରି ହସାଉଥିଲେ ଲୋକଙ୍କୁ, ନାଗସାପ କାମୁଡ଼ାରେ ଆଖି ବୁଜିଦେଲେ ଯୁବତୀ

ରାଜସ୍ଥାନର ଟୋଙ୍କ୍‌ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଛି । ଇନଷ୍ଟାଗ୍ରାମରେ ରିଲ୍ କରି ଲୋକଙ୍କୁ ହସାଉଥିବା ଜଣେ ଯୁବତୀ ନାଗସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି । ଯୁବତୀଙ୍କୁ ନାଗସାପ ଦଂଶନ କରିଥିଲା । ଆଉ ନାଗ ଚୋଟରେ ସବୁଦିନ ପାଇଁ…

ଶ୍ରାବଣ ପ୍ରଥମ ସୋମବାର, କମିଶନରେଟ୍ ପୋଲିସର ସୁରକ୍ଷା ବ୍ୟବସ୍ତା କଡାକଡି

ଭୁବନେଶ୍ବର: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର। ଦେବଦେବ ମହାଦେବଙ୍କୁ ଜଳଲାଗି କରିବେ ଶିବଭକ୍ତ । ସେଥିପାଇଁ ଆଜିଠୁ କଟକର ଐତିହାସିକ ଗଡଗଡ଼ିଆ ଘାଟରୁ ଜଳ ନେଇ ରାଜ୍ୟର ବିଭିନ୍ନ ଶୈବାଳୟକୁ ଯାତ୍ରା ଆରମ୍ଭ କରିଛନ୍ତି ଶିବଭକ୍ତ କାଉଡ଼ିଆ। ବୋଲବମ… ହରହର ବମ……

୪ଥର UPSC ପାସ୍‌ କରିଥିଲେ ବି ଦିବ୍ୟାଙ୍ଗ ପ୍ରାର୍ଥୀଙ୍କୁ ମିଳିନି ଚାକିରି

ଟ୍ରେନି ଆଇଏଏସ୍‌ ପୂଜା ଖେଡକରଙ୍କୁ ନେଇ ବିବାଦ ଚାଲିଥିବା ବେଳେ ଏବେ ୟୁପିଏସ୍‌ସି ସହ ଜଡ଼ିତ ଆଉ ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ୪ଥର ୟୁପିଏସ୍‌ସି ପରୀକ୍ଷାରେ ପାସ୍‌ କରିଥିଲେ ହେଁ ଜଣେ ଦିବ୍ୟାଙ୍ଗକୁ ମିଳିନି ଚାକିରି।…

ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ହାଉସ୍‌ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍…

ଶରଦ ପାଓ୍ବାର ଦୁର୍ନୀତିଗ୍ରସ୍ତଙ୍କ କିଙ୍ଗପିନ୍ : ଅମିତ ଶାହା

ପୁଣେ: ଶରଦ ପାୱାରଙ୍କୁ ରାଜନୀତିରେ ଦୁର୍ନୀତିଗ୍ରସ୍ତଙ୍କ କିଙ୍ଗପିନ୍ ବୋଲି କହି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପାୱାରଙ୍କୁ ସମାଲୋଚନା କରି ସେ କହିଛନ୍ତି ଯେ ତାଙ୍କ ସମୟରେ ମରାଠା ସଂରକ୍ଷଣ ଅଟକି ଯାଇଥିଲା । ସେ…

ଆସନ୍ତାକାଲିଠୁ ବିଧାନସଭା, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି

ଭୁବନେଶ୍ଵର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ।…