July 2024

ଦୈନିକ ୧୪ ଘଣ୍ଟା କାମ କରିବେ କର୍ମଚାରୀ! ପ୍ରସ୍ତାବ ଦେଲେ ଏକାଧିକ କମ୍ପାନୀ

କର୍ଣ୍ଣାଟକାରେ ଥିବା ଏକାଧିକ ଆଇଟି କମ୍ପାନୀ କର୍ମଚାରୀମାନଙ୍କ ଦୈନିକ କାର୍ଯ୍ୟକୁ ବୃଦ୍ଧି କରିବାକୁ ଚାହୁଁଛନ୍ତି। କମ୍ପାନୀର କର୍ମଚାରୀମାନେ ଦୈନିକ ୧୪ ଘଣ୍ଟା କାମ କରିବା ଦରକାର ବୋଲି ସେମାନେ କହିଛନ୍ତି। କାର୍ଯ୍ୟ ଘଣ୍ଟାକୁ ୧୪କୁ ବୃଦ୍ଧି କରିବା ପାଇଁ ଆଇଟି କମ୍ପାନୀଗୁଡ଼ିକ…

ପ୍ରବଳ ବର୍ଷାରେ ବେହାଲ ବଲାଙ୍ଗୀର ସହର, ମନ୍ଦିରରେ ପଶିଲା ପାଣି

ବଲାଙ୍ଗିର: ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିଛି। ବଲାଙ୍ଗୀର ଜିଲ୍ଲାରେ ଜୋରଦାର ବର୍ଷା ଲାଗି ରହିଛି। ସହରର ତଳି ଅଂଚଳରେ ବର୍ଷା ପାଣି ପଶି ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ସନ୍ଧ୍ୟାରେ ଜିଲ୍ଲାରେ…

ବାଂଲାଦେଶୀ ଆଶ୍ରୟ ମାଗିଲେ, ନିଶ୍ଚୟ ଆଶ୍ରୟ ଦେବୁ : ମମତା ବାନାର୍ଜୀ

କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ସହିଦ ଦିବସ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ଅଭିଭାଷଣରେ ମମତା ବାନାର୍ଜୀ ବାଂଲାଦେଶରେ ଚାଲିଥିବା ହିଂସା ସମ୍ପର୍କରେ ଉଲ୍ଲେଖ କରିଥିଲେ। ଆମକୁ ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତିତ ହେବାର ଆବଶ୍ୟକତା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ, ଅଳ୍ପକେ ବର୍ତିଲେ କର୍ମଚାରୀ

ନବରଙ୍ଗପୁର: ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ। ଅଳ୍ପକେ ବର୍ତିଲେ କର୍ମଚାରୀ । ଗତ ତିନି ଦିନ ଧରି ନବରଙ୍ଗପୁର ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା କାରଣରୁ ଅନେକ କ୍ଷୟକ୍ଷତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି…

ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ: ଜୁଲାଇ ୨୨ ସୋମବାରଠାରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ…

ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ

ଭୁବନେଶ୍ୱର:ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ । ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ନାଁ ନେଇ ଠକେଇ ଉଦ୍ୟମ ହୋଇଛି । ସାଇବର ଠକେଇ ଉଦ୍ୟମ ନେଇ ଡିଜିପିଙ୍କୁ ‘ଏକ୍ସ’ରେ ଜଣାଇଛନ୍ତି ପରିବହନ ବିଭାଗ ପ୍ରମୁଖ ସଚିବ…

ନିପା ଭାଇରସ ନେଲା ୧୪ ବର୍ଷୀୟ ପିଲାର ଜୀବନ

କେରଳରେ ଆତଙ୍କ ସୃଷ୍ଟି କରିଥିବା ନିପା ଭାଇରସ ଜଣେ ୧୪ ବର୍ଷୀୟ ପିଲାର ଜୀବନ ନେଇଛି। ଦିନକ ତଳେ ପିଲାଟି ନିପା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ମାଲାପୁରମ ଜିଲ୍ଲାର ଏହି ପିଲାଟିର ଚିକିତ୍ସା ଆରମ୍ଭ ହୋଇଥିଲା। କିନ୍ତୁ ଚିକିତ୍ସାଧୀନ…

ଭାଙ୍ଗିଲା ପିସିସି କମିଟି, ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦଳର ନେତା ହେଲେ ରାମଚନ୍ଦ୍ର କାଡାମ। ଅଶୋକ ଦାସଙ୍କୁ ଦଳର ଉପନେତା ଦାୟିତ୍ବ ଦିଆଯାଇଛି।ସିଏସ୍‌ ରାଜନ ଏକ୍କା ହେଲେ କଂଗ୍ରେସ ମୁଖ୍ୟ ସଚେତକ। ଏନେଇ ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡ଼ିଶା…

କୁତ୍ରା ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ, ପ୍ରେମ ସମ୍ପର୍କକୁ ନେଇ ହତ୍ୟା

ସୁନ୍ଦରଗଡ଼ : ଗତ ଜୁଲାଇ 14 ରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ କାଶିପଡ଼ାରେ ଘଟିଥିବା ଡବଲମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । କୁତ୍ରା ପି ଏସ କେସ ନଂ 129/15,7,2024 ରେ ମାମଲା ରୁଜୁ ହୋଇଥିଲା ।…

ବିଧାନସଭା ପୂର୍ବରୁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ବସିବାକୁ ଯାଇଥିବା ବେଳେ ଆଜି ବାଚସ୍ପତି ସୁରମା ପାଢୀ ସର୍ବଦଳୀୟ ବୈଠକ ଡାକିଥିଲେ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ…