ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ପୁଣି ଏକ ମାମଲା ରୁଜୁ
ପୁରୀ: ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଶ୍ରୀମନ୍ଦିର ପ୍ରଶାସନ ଆଉ ଜଣେ ସେବକଙ୍କ ବିରୋଧରେ ସିଂହଦ୍ବାର ଥାନାରେ ଅଭିଯୋଗ କରିଛି। ଦେବଦଳନ ରଥରେ ମା’ ସୁଭଦ୍ରାଙ୍କ ସମ୍ମୁଖରେ ସମ୍ପୃକ୍ତ ସେବାୟତ ଫୋନ୍ ବ୍ୟବହାର କରୁଥିବା ଫଟୋ ତଥା…
