ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ, ଜଣେ ଯବାନ ସହିଦ
ପୁଣିଥରେ ଅଶାନ୍ତ ହୋଇଛି ମଣିପୁର। ଏଠାରେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ କରିଛନ୍ତି ସନ୍ଦିଗ୍ଧ କୁକି ଆତଙ୍କବାଦୀ। ଆଜି ସକାଳ ୯.୪୦ରେ ମଣିପୁରର ଜିରିବାମ ଠାରେ ଏପରି ଘଟଣା ଘଟିଛି। ଏଥିରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ସ୍ଥାନୀୟ…
