July 2024

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼

ପେନସିଲଭେନିଆର ବଟଲରରେ ଶନିବାର ନିର୍ବାଚନ ପ୍ରଚାର କରୁଥିବା ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ…

ରାଜ୍ୟପାଳଙ୍କୁ ଭେଟିଲେ ଏଏସଓଙ୍କ ପତ୍ନୀ, କହିଲେ ନ୍ୟାୟ ମିଳିବ ବୋଲି ପ୍ରତିଶ୍ରୁତି ମିଳିଛି

ଭୁବନେଶ୍ୱର: ପୁରୀରେ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିଥିବା ଅଭିଯୋଗ ଆଣିଥିବା ଏଏସ୍ଓଙ୍କ ପତ୍ନୀଙ୍କୁ ନ୍ୟାୟ ଦେବାକୁ ରାଜ୍ୟପାଳ ରଘୁବର ଦାସ ପ୍ରତିଶ୍ରୁତି ଦେଇଛନ୍ତି। ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କ ପତ୍ନୀ ସୟୋଜୀ ପ୍ରଧାନ ଶନିବାର ଭୁବନେଶ୍ୱରରେ ଗଣମାଧ୍ୟମ ପ୍ରତିନିଧିଙ୍କୁ…

କାଲି ଖୋଲିବ ରତ୍ନଭଣ୍ଡାର

କଟକ : କାଲି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପିକୁ ସରକାର ମଂଜୁର କରିଛନ୍ତି ବୋଲି ସେ କହିଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର…

୧୩ ଆସନରେ ଉପ ନିର୍ବାଚନ: ବୃହତ୍ତ ବିଜୟ ଦିଗରେ ଇଣ୍ଡିଆ ବ୍ଲକ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନରେ ବିଜେପିକୁ କଡ଼ା ଟକ୍କର ଦେଇଥିବା ବିରୋଧୀ ମେଣ୍ଟ ଇଣ୍ଡିଆ ଏବେ ୭ ରାଜ୍ୟରେ ଅନୁଷ୍ଠିତ ଉପ ନିର୍ବାଚନରେ ମଧ୍ୟ ଦମଦାର ପ୍ରଦର୍ଶନ କରିଛି। ୭ ରାଜ୍ୟରେ ୧୩ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହୋଇଥିବା…

ରାହୁଲଙ୍କ ଭାବମୂର୍ତ୍ତି ବିଶ୍ୱସ୍ତରରେ ବୃଦ୍ଧି ପାଉଛି

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ହୋଇଥିବାରୁ ତାଙ୍କ ଭାବମୂର୍ତ୍ତି ବିଶ୍ବସ୍ତରରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କଂଗ୍ରେସ ନେତାମାନେ କହିଛନ୍ତି ବିରୋଧୀଦଳର ନେତା ହେବା ପରେ ରାହୁଲ ଗାନ୍ଧୀଙ୍କ ସ୍ଥିତି ଅନ୍ତର୍ଜାତୀୟସ୍ତରରେ ବହୁତ ବୃଦ୍ଧି…

ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ: ଜଶସ୍ବୀ-ଗିଲ୍‌ଙ୍କ ଧୂଆଁଧାର ବ୍ୟାଟିଂ

ହରାରେ: ଟିମ୍ ଇଣ୍ଡିଆ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ୫ଟିକିଆ ଟି-୨୦ ମ୍ୟାଚ୍‌ର ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଜିମ୍ବାୱେକୁ ୱିକେଟରେ ପରାଜିତ କରି ସିରିଜ୍ ବିଜୟୀ ହୋଇଛି। ପଞ୍ଚମ ଟି-୨୦ରେ ଟିମ୍ ଇଣ୍ଡିଆର ବିଜୟ ଅବା ପରାଜୟ ସିରିଜ୍…

କୋପ୍ରା ଗାଁରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ଚାଲିଗଲା ଜୀବନ

ମାଥିଲି: ମାଲକାନଗିରି ଜିଲ୍ଲା କୋପ୍ରା ଗାଁରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କର ସଦର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତାଙ୍କ ନାମ ହେଲା ନରସିଂହ ସମରଥ। ଏଣେ ଏବେ କୋପ୍ରାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି…

ରାସନ ଦୁର୍ନୀତିକୁ ନେଇ ମନ୍ତ୍ରୀଙ୍କ ଚରମ ବାଣୀ, ଓଜନ କମିଲେ ହେବ ଜେଲ୍‌

ଭୁବନେଶ଼୍ବର, ୧୩।୦୭: ରାଜ୍ୟରେ ହେଉଥିବା ରାସନ ଦୁର୍ନୀତିକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ଚରମବାଣୀ ଶୁଣାଇଛନ୍ତି । ରାସନ କାର୍ଡଧାରୀଙ୍କୁ ଖରାପ ବ୍ୟବହାର କଲେ ସଂପୃକ୍ତ ଡିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଥିସହ ଖାଦ୍ୟ ସାମଗ୍ରୀର ପରିମାଣ କମିଲେ ଡିଲରଙ୍କୁ…

ଏଏସ୍‌ଓଙ୍କୁ ମାଡ଼ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରିକୁ ନେଇ ତେଜିଲା ରାଜନୀତି । ଏ ଘଟଣା ନେଇ ବିଜେଡି ପ୍ରତିକ୍ରିୟା ରଖିଛି, ଖବରଦାତା ସମ୍ମିନୀକରି ପ୍ରତାପଦେବ କହିଛନ୍ତି, ମାନ୍ୟବର ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର…